Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:9 - ପବିତ୍ର ବାଇବଲ (CL) NT (BSI)

9 “ସେ ଉଦ୍ଧ୍ୱର୍କୁ ଆରୋହଣ କଲେ”, ଏହାର ଅର୍ଥ କ’ଣ? ଏହାର ଅର୍ଥ, ପ୍ରଥମେ ସେ ପୃଥିବୀର ନିମ୍ନତମ ସ୍ଥାନମାନଙ୍କୁ ଅବତରଣ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 (ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

9 (ସେ ଆରୋହଣ କଲେ ବୋଲି କହିଲେ ଅର୍ଥ କ'ଣ? ନା, ସେ ମଧ୍ୟ ନିଚସ୍ଥ ପୃଥିବୀକୁ ଅବତରଣ କରିଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 (ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ

9 “ଉଚ୍ଚକୁ ଗଲେ” କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ।

Gade chapit la Kopi




ଏଫିସୀୟ 4:9
22 Referans Kwoze  

ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।”


“ଯୁନସ ଯେପରି ମାଛ ପେଟରେ ତିନି ଦିନ ଓ ତିନି ରାତି ରହିଥିଲେ, ସେହିପରି ମନୁଷ୍ୟପୁତ୍ର ମଧ୍ୟ ଭୂଗର୍ଭରେ ତିନି ଦିନ ଓ ତିନି ରାତି ଅତିବାହିତ କରିବେ।


ମୋ’ ପିତା ଈଶ୍ୱର ତୁମ୍ଭମାନଙ୍କୁ ପ୍ରକୃତ ସ୍ୱର୍ଗୀୟ ଖାଦ୍ୟ ଦିଅନ୍ତି। ଯେ ସ୍ୱର୍ଗରୁ ଓହ୍ଲାଇ ଆସି ଜଗତକୁ ଜୀବନ ପ୍ରଦାନ କରନ୍ତି, ସେ ହେଉଛନ୍ତି ସେହି ଈଶ୍ୱରଦତ୍ତ ଖାଦ୍ୟ।”


କିନ୍ତୁ ଆମେ ଦେଖୁଛୁ, କିପରି ଯୀଶୁ କ୍ଷଣକାଳ ପାଇଁ ସ୍ୱର୍ଗଦୂତମାନଙ୍କଠାରୁ ଅଳ୍ପ ନ୍ୟୁନ କରାଯାଇଥିଲେ, ଯେପରି କି ଈଶ୍ୱରଙ୍କ ଅନୁଗ୍ରହରୁ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିବେ। ତାଙ୍ମକର ଦେହି ମୃତ୍ୟଭୋଗ ଯୋଗୁଁ ଆମେ ତାଙ୍କୁ ବର୍ତ୍ତମାନ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ ହୋଇଥିବା ଦେ୍ୁଛୁ।


ଯୀଶୁ କହିଲେ, “ମୋତେ ଧରି ରଖିବାକୁ ଚେଷ୍ଟା କର ନାହିଁ, କାରଣ ମୁଁ ଏ ପର୍ଯ୍ୟନ୍ତ ମୋ’ ପିତାଙ୍କ ପାଖକୁ ଯାଇ ନାହିଁ। ମୋ’ ଭାଇମାନଙ୍କ ନିକଟକୁ ଯାଇ କୁହ, ମୋର ପିତା, ତୁମ୍ଭମାନଙ୍କର ପିତା, ମୋର ଈଶ୍ୱର ଓ ତୁମ୍ଭମାନଙ୍କ ଈଶ୍ୱରଙ୍କ ପାଖକୁ ମୁଁ ଯାଉଛି।”


ତୁମେ ତାକୁ କ୍ଷଣକାଳ ପାଇଁ ସ୍ୱର୍ଗଦୂତମାନଙ୍କଠାରୁ ଅଳ୍ପ ମାତ୍ର ନ୍ୟୁନ କରି ରଖିଛ, ତୁମେ ତାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୁଷିତ କରିଛ


ଯୀଶୁ ଉତ୍ତର ଦେଲେ, “ନା- ମୁଁ ନିଜ ପାଇଁ ସାକ୍ଷ୍ୟ ଦେଲେ ସୁଦ୍ଧା, ମୁଁ ଯାହା କହୁଛି ତାହା ସତ୍ୟ, କାରଣ ମୁଁ ଜାଣେ, ମୁଁ କେଉଁଠାରୁ ମୋର ଆଗମନ ଓ କେଉଁଠାକୁ ମୋର ପ୍ରସ୍ଥାନ, ତୁମେ ତାହା ଜାଣ ନାହିଁ।


ମନୁଷ୍ୟପୁତ୍ର ଯେଉଁଠାରୁ ଆସିଛନ୍ତି, ସେଠାକୁ ତାଙ୍କୁ ଫେରିଯିବା ଦେଖିଲେ, କଅଣ କରିବ?


ଏହା ହିଁ ସ୍ୱର୍ଗରୁ ଆଗତ ଆହାର। ଯେଉଁ ଖାଦ୍ୟ ଖାଇ ତୁମ ପୂର୍ବପୁରୁଷମାନେ ମୃତ୍ୟୁ ନିବାରଣ କରିପାରିଲେ ନାହିଁ, ଏ ଖାଦ୍ୟ ତା’ଠାରୁ ସମ୍ପୂର୍ଣ୍ଣ ଭିନ୍ନ। ଏ ଖାଦ୍ୟ ଯେ ଖାଇବ, ସେ ଚିରଞ୍ଜୀବୀ ହେବ।”


ମୁଁ ସ୍ୱର୍ଗରୁ ଆଗତ ସେହି ଜୀବନଦାୟୀ ଆହାର। ଏହି ଆହାର ଯେ ଖାଏ, ସେ ଚିରଞ୍ଜୀବୀ ହେବ। ମୁଁ ଯେଉଁ ଖାଦ୍ୟ ଦେବି, ତାହା ମୋର ମାଂସ। ଜଗତକୁ ବଞ୍ଚାଇବା ପାଇଁ ମୁଁ ତାହା ଦାନ କରିବି।”


ଯୀଶୁ ନିଜକୁ ସ୍ୱର୍ଗକୁ ସ୍ୱର୍ଗରୁ ଆଗତ ଆହାର ବୋଲି କହିବାରୁ ଇହୁଦୀମାନେ ଏ କଥାରେ ଅସନ୍ତୋଷ ଭାବ ପ୍ରକାଶ କଲେ।


କାରଣ ମୋ’ ନିଜ ଇଚ୍ଛା ପୂରଣ କରିବାକୁ ନୁହେଁ, କିନ୍ତୁ ମୋର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ପୂରଣ କରିବାକୁ ମୁଁ ସ୍ୱର୍ଗରୁ ଆସିଛି ଏବଂ


Swiv nou:

Piblisite


Piblisite