Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:12 - ପବିତ୍ର ବାଇବଲ (CL) NT (BSI)

12 (ବାସ୍ତବିକ, ସେମାନେ ଗୁପ୍ତରେ ଯାହା ସବୁ କରନ୍ତି, ସେ ବିଷୟ ଉଲ୍ଲେଖ କରିବା ଲଜ୍ଜାଜନକ।)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,

Gade chapit la Kopi

ଓଡିଆ ବାଇବେଲ

12 କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହି ସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ,

Gade chapit la Kopi

ପବିତ୍ର ବାଇବଲ

12 ଅନ୍ଧକାରରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସେଗୁଡ଼ିକ କହିବା ପାଇଁ ମଧ୍ୟ ଲଜ୍ଜା ଲାଗେ।

Gade chapit la Kopi




ଏଫିସୀୟ 5:12
12 Referans Kwoze  

ଈଶ୍ୱରଙ୍କ ଲୋକ ଥିବାରୁ ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର, ଅଶୁଚିତା ବା ଲୋଲୁପତା ଲେଶମାତ୍ର ନ ରହୁ।


ଯେଉଁ ଦିନ ଈଶ୍ୱର ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଏ ସବୁ ଘଟିବ।


ତାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶ ପଳାୟନ କଲେ ଏବଂ ସେମାନେ ଆଉ ଦୃଷ୍ଟିଗୋଚର ହେଲେ ନାହିଁ। ତା’ପରେ ମୁଁ ଦେଖିଲି, କି ମହାନ୍, କି ନଗଣ୍ୟ ମୃତବ୍ୟକ୍ତିମାନେ ସମସ୍ତେ ସିଂହାସନ ସମ୍ମୁଖରେ ଦଣ୍ଡାୟମାନ। ପୁସ୍ତକସବୁ ଫିଟାଗଲା; ସେଗୁଡ଼ିକ ମଧ୍ୟରେ ଜୀବନ ପୁସ୍ତକ ନାମକ ଗୋଟିଏ ପୁସ୍ତକ ଥିଲା। ସେହି ଜୀବନ ପୁସ୍ତକରେ ଲୋକମାନଙ୍କର କାର୍ଯ୍ୟକଳାପ ବିଷୟରେ ଯାହାସବୁ ଲେଖାଯାଇଥିଲା, ସେ ଅନୁଯାୟୀ ସେମାନଙ୍କର ବିଚାର କରାଗଲା।


ଅତୀତରେ ତୁମ୍ଭେମାନେ ଅଣବିଶ୍ୱାସୀମାନଙ୍କ ପରି କାର୍ଯ୍ୟ କରି ବହୁ ସମୟ ବିତାଇଛ। ତୁମ୍ଭମାନଙ୍କର ଜୀବନ ଅଶକଳୀଳତା, କାମୁକତା, ମଦ୍ୟପାନ, ରଙ୍ଗରସ ମତ୍ତତା ଓ ଘୃଣା ପ୍ରତିମା ପୂଜାରେ କଟି ଯାଇଛି।


ଲୋକମାନେ ଅନ୍ଧକାରରେ ଯେଉଁ ସବୁ ଅସାର କାର୍ଯ୍ୟ କରନ୍ତି, ସେ ସବୁଠାରୁ ଦୂରେଇ ରୁହ। ପୁଣି ସେମାନଙ୍କ କାର୍ଯ୍ୟକଳାପ ପ୍ରକାଶ୍ୟରେ ଦର୍ଶାଇ ଦିଅ।


ଯେତେବେଳେ ସମସ୍ତ ବିଷୟ ଆଲୋକକୁ ଅଣାଯାଏ, ସେତେବେଳେ ସେଗୁଡ଼ିକର ପ୍ରକୃତ ସ୍ୱରୂପ ପ୍ରକାଶିତ ହୁଏ।


Swiv nou:

Piblisite


Piblisite