Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:16 - ପବିତ୍ର ବାଇବଲ (CL) NT (BSI)

16 ପ୍ରତ୍ୟେକ ସୁଯୋଗର ସଦ୍ବ୍ୟବହାର କର, କାରଣ ଦୁର୍ଦ୍ଦିନ ଉପସ୍ଥିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସୁଯୋଗର ସଦ୍ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।

Gade chapit la Kopi

ପବିତ୍ର ବାଇବଲ

16 ଏହା ଅତ୍ୟନ୍ତ ମନ୍ଦ ସମୟ ହୋଇ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ।

Gade chapit la Kopi




ଏଫିସୀୟ 5:16
18 Referans Kwoze  

ପ୍ରତ୍ୟେକ ସୁଯୋଗର ସଦୁପଯୋଗ କରି ଅଣବିଶ୍ୱାସୀମାନଙ୍କ ନିକଟରେ ବିଜ୍ଞତାର ସହ ଆଚରଣ କର।


ଯୀଶୁ ଉତ୍ତର ଦେଲେ: “ଯେଉଁ ଆଲୋକ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉଦ୍ଭାସିତ, ତାହା ଆଉ ଅଳ୍ପ ସମୟ ରହିବ। ଆଲୋକ ଥିବାଯାଏ ଗନ୍ତବ୍ୟ ପଥରେ ଚାଲ। ତାହାହେଲେ ତୁମକୁ ଅନ୍ଧକାର ଆଚ୍ଛନ୍ନ କରିବ ନାହିଁ। ଅନ୍ଧକାରରେ ଯାଉଥିବା ଲୋକ କେଉଁଆଡ଼େ ଯାଉଛି, ଜାଣିପାରେ ନାହିଁ।


ଅତଏବ ବର୍ତ୍ତମାନ ଈଶ୍ୱରଦତ୍ତ ଯୁଦ୍ଧସଜ୍ଜା ପରିଧାନ କର; ତା’ହେଲେ ଦୁର୍ଦ୍ଦିନ ସମୟରେ ତୁମ୍ଭେମାନେ ଶତ୍ରୁ ଆକ୍ରମଣକୁ ପ୍ରତିରୋଧ କରିପାରିବ ଓ ଶେଷ ପର୍ଯ୍ୟନ୍ତ ଯୁଦ୍ଧ କରି ସୁଦ୍ଧା ଅଟଳ ରହିବ।


ତେଣୁ ଯେତେ ଥର ସୁଯୋଗ ପାଉଛୁ, ସବୁବେଳେ ସମସ୍ତଙ୍କର, ବିଶେଷରେ ଯେଉଁମାନେ ଆମ ବିଶ୍ୱାସୀ ପରିବାରଭୁକ୍ତ, ସେମାନଙ୍କର ମଙ୍ଗଳ କରିବା ଆମର ଉଚିତ।


ଏବେ ଏ ସମସ୍ତ ତୁମକୁ ଅବଶ୍ୟ କରିବାକୁ ହେବ, କାରଣ ନିଦ୍ରାରୁ ଜାଗ୍ରତ ହେବା ସମୟ ଉପସ୍ଥିତ। ପରିତ୍ରାଣ ପାଇବାର ସମୟ ପୂର୍ବାପେକ୍ଷା ଏବେ ଅଧିକ ସନ୍ନିକଟ।


ବର୍ତ୍ତମାନର ଏହି ଭ୍ରଷ୍ଟ ଜଗତରୁ ଆମକୁ ଉଦ୍ଧାର କରିବା ପାଇଁ, ଆମ ପିତା ଈଶ୍ୱରଙ୍କର ଇଚ୍ଛା ପାଳନ କରି, ଖ୍ରୀଷ୍ଟ ଆମ ପାପ ନିମନ୍ତେ ନିଜକୁ ସମର୍ପଣ କଲେ।


ଆସନ୍ନ ଦୁର୍ଦ୍ଦଶା ଦୃଷ୍ଟିରୁ ମୁଁ ମନେକରେ; ଜଣେ ବ୍ୟକ୍ତି ଯେପରି ଅଛି, ସେପରି ରହିବା ଆବଶ୍ୟକ।


ପାଦରେ ଶାନ୍ତିର ସୁସମାଚାରରୂପ ପାଦୁକା ପିନ୍ଧି ପ୍ରସ୍ତୁତ ହୋଇ ଠିଆ ହୁଅ।


ସେହିପରି ଦୁଇ ହଜାର ମୁଦ୍ରା ପାଇଥିବା ଚାକର ଆଉ ଦୁଇ ହଜାର ଉପାର୍ଜନ କଲା।


Swiv nou:

Piblisite


Piblisite