ଏଫିସୀୟ 5:18 - ପବିତ୍ର ବାଇବଲ (CL) NT (BSI)18 ମଦ୍ୟପାନରେ ମତ୍ତ ହୁଅ ନାହିଁ, କାରଣ ତାହା କେବଳ ତୁମର ସର୍ବନାଶ କରିବ, ମାତ୍ର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, Gade chapit laଓଡିଆ ବାଇବେଲ18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ, Gade chapit laପବିତ୍ର ବାଇବଲ18 ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସମ୍ପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମାରେ ପରିପୂର୍ଣ୍ଣ ହୁଅ। Gade chapit la |