ଏଫିସୀୟ 5:21 - ପବିତ୍ର ବାଇବଲ (CL) NT (BSI)21 ଖ୍ରୀଷ୍ଟଙ୍କ ପ୍ରତି ତୁମ୍ଭମାନଙ୍କର ଭକ୍ତି ଥିବାରୁ ତୁମ୍ଭେମାନେ ପରସ୍ପରର ବଶବର୍ତ୍ତୀ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପର ବଶୀଭୂତ ହୁଅ। Gade chapit laଓଡିଆ ବାଇବେଲ21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ। Gade chapit laପବିତ୍ର ବାଇବଲ21 ପରସ୍ପର ପ୍ରତି ବାଧ୍ୟ ହେବା ପାଇଁ ଇଚ୍ଛୁକ ହୁଅ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସମ୍ମାନ କରୁଥିବାରୁ ଏହା କର। Gade chapit la |
ତୁମ ନେତାମାନଙ୍ପକର ଆଜ୍ଞାବହ ହୁଅ, ସେମାନଙ୍କର ଆଦେଶ ପାଳନ କର। ସେମାନେ ପ୍ରହରୀ ସ୍ୱରୂପ ତୁମ୍ମାନଙ୍କର ଆତ୍ମାର ସୁରକ୍ଷା ପାଇଁ ଅବିଶ୍ରାନ୍ତ ଭାବରେ ଜଗି ରହିଛନ୍ତି, କାରଣ ସେମାନଙ୍କୁ ଈଶ୍ୱରଙ୍କ ନିକଟରେ ନିଜ କାର୍ଯ୍ୟର ହିସାବ ଦେବାକୁ ପଡ଼ିବ। ତୁମ୍ଭେମାନେ ଯଦି ସେମାନଙ୍କର ଆଜ୍ଞାବହ ହୁଅ, ତେବେ ସେମାନେ ଆନନ୍ଦ ମନରେ ନିଜର କାର୍ଯ୍ୟ କରିବେ, କିନ୍ତୁ ଯଦି ତା’ ନ କର, ତେବେ ସେମାନେ ବିଷଣ୍ଣ ମନରେ ତା’ କରିବେ ଏବଂ ଏହା ତୁମ ପକ୍ଷରେ ମଙ୍ଗଳଜନକ ହେବ ନାହିଁ।