Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:31 - ପବିତ୍ର ବାଇବଲ (CL) NT (BSI)

31 ଧର୍ମଶାସ୍ତ୍ରରେ କୁହାଯାଇଥିବା ଅନୁଯାୟୀ: “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ଛାଡ଼ି ଆପଣା ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ ସେ ଦୁହେଁ ମିଶି ଏକ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।”

Gade chapit la Kopi

ଓଡିଆ ବାଇବେଲ

31 ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀ ଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ।

Gade chapit la Kopi

ପବିତ୍ର ବାଇବଲ

31 ଶାସ୍ତ୍ର କୁହେ: “ଅତଏବ ଜଣେ ମନୁଷ୍ୟ ନିଜ ପିତା ଓ ମାତାକୁ ଛାଡ଼ି ତା ପତ୍ନୀ ସହିତ ସଂଲଗ୍ନ ହୁଏ। ଓ ସେ ଦୁଇଜଣ ଏକ ହୋଇ ଯାଆନ୍ତି।”

Gade chapit la Kopi




ଏଫିସୀୟ 5:31
5 Referans Kwoze  

ସେତେବେଳେ ଈଶ୍ୱର କହିଥିଲେ, “ଏଥିପାଇଁ ପୁରୁଷ ତା’ ପିତାମାତାଠାରୁ ବିଚ୍ଛିନ୍ନ ହୋଇ ତାହାର ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ ସେମାନେ ଉଭୟେ ଏକ ହେବେ।


ତୁମେ ବୋଧହୁଏ ଜାଣ ନାହିଁ, ଯିଏ ଗଣିକା ସହିତ ମିଳିତ ହୁଏ, ସେ ତା’ ସହିତ ଶାରୀରିକଭାବେ ଏକାଙ୍ଗ ହୋଇଯାଏ? ଶାସ୍ତ୍ରରେ ସ୍ପଷ୍ଟ ଭାବରେ ଉଲ୍ଲେଖ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”


ଶାସ୍ତ୍ରର ଏହି ଅଂଶରେ ଏକ ନିଗୂଢ଼ ସତ୍ୟ ପ୍ରକାଶିତ ହୋଇଛି: ଏହା ଖ୍ରୀଷ୍ଟ ଓ ମଣ୍ଡଳୀ ପ୍ରତି ପ୍ରଯୁଜ୍ୟ ବୋଲି ମୁଁ ବୁଝିଛି।


Swiv nou:

Piblisite


Piblisite