Biblia Todo Logo
Bib sou entènèt

- Piblisite -




ଏଫିସୀୟ 5:4 - ପବିତ୍ର ବାଇବଲ (CL) NT (BSI)

4 ତୁମ୍ଭମାନଙ୍କ ପକ୍ଷରେ ଅଶ୍ଲୀଳ ଭାଷା, କୁତ୍ସିତ ଗଳ୍ପ ବା ଅସାର କଥା ବ୍ୟବହାର କରିବା ମଧ୍ୟ ଉଚିତ୍ ନୁହେଁ। ବରଂ ତୁମ କଥାବାର୍ତ୍ତାରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ନ ହେଉ, ବରଂ ଧନ୍ୟବାଦ ଦିଆଯାଉ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭ ଭିତରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ୍। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଥିବା ଉଚିତ୍।

Gade chapit la Kopi




ଏଫିସୀୟ 5:4
29 Referans Kwoze  

କିନ୍ତୁ ବର୍ତ୍ତମାନ ତୁମ୍ଭମାନଙ୍କୁ କ୍ରୋଧ, ହିଂସା, ଘୃଣାଭାବ ପ୍ରଭୃତି ବର୍ଜନ କରିବାକୁ ହେବ। ତୁମେ ଅପବାଦସୂଚକ କଥା ବା ଅଶ୍ଳୀଳ ଭାଷା ଆଦୌ କୁହ ନାହିଁ।


ତୁମ ମୁଖରୁ କୁକଥା ନିର୍ଗତ ନ ହେଉ। ତୁମର କଥା ହିତକର, ଗଠନମୂଳକ ଓ କାର୍ଯ୍ୟୋପଯୋଗୀ ହେଉ। ତା’ହେଲେ ଯେଉଁମାନେ ତୁମର କଥା ଶୁଣିବେ, ସେମାନଙ୍କ ପ୍ରତି ତାହା ମଙ୍ଗଳଜନକ ହେବ।


ସମସ୍ତ ପରିସ୍ଥିତିରେ କୃତଜ୍ଞ ହୁଅ। ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରୁଥିବାରୁ, ତୁମଠାରୁ ଈଶ୍ୱର ଏହା ହିଁ ଅପେକ୍ଷା କରନ୍ତି।


ସେମାନେ ଅହଙ୍କାରପୂର୍ଣ୍ଣ ନିରର୍ଥକ କଥା କହୁଥାଆନ୍ତି; ଭ୍ରାଷ୍ଟାଚାରୀମାନଙ୍କ ମଧ୍ୟରୁ ରକ୍ଷା ପାଇ ପଳାଇ ଆସୁଥିବା ଲୋକମାନଙ୍କୁ ନୀଚ ଶାରୀରିକ କାମନାର ମୋହ ଦେଖାଇ ଫନ୍ଦରେ ପକାନ୍ତି।


ଅତଏବ ଆସ, ଆମେ ଯଈଶୁଙ୍କୁ ମଧ୍ୟସ୍ଥତାରେ ଈଶ୍ୱରଙ୍କୁ ଆମର ପ୍ରଶଂସାରୂପ ବଳି ଉତ୍ସର୍ଗ କରିବା। ଏହି ବଳି ଯୀଶୁଙ୍କୁ ‘ପ୍ରଭୁ’ ବୋଲି ସ୍ୱୀକାର କରୁଥିବା ଓଷ୍ଠଧର ସ୍ୱାରା ଉଓôର୍ଗିତ।


କୌଣସି ବିଷୟରେ ବ୍ୟସ୍ତ ହୁଅ ନାହିଁ। କିନ୍ତୁ ତୁମର ଯାହା ଆବଶ୍ୟକ, ତାହା ପ୍ରାର୍ଥନାରେ ଈଶ୍ୱରଙ୍କୁ ମାଗ। ପୁଣି ପ୍ରାର୍ଥନା କରିବା ବେଳେ ସର୍ବଦା ହୃଦୟର ଧନ୍ୟବାଦ ଜ୍ଞାପନ କର;


କିନ୍ତୁ ଏହି ଲୋକମାନେ ଯାହା ନ ବୁଛନ୍ତି, ତାତ୍ସଲ୍ୟ ପ୍ରକାଶ କରି ତା’ର ପ୍ରତିବାଦ କରନ୍ତି।” ପୁଣି ବନ୍ୟ ପଶୁ ପରି ତା’ର ପ୍ରତିବାଦ କରନ୍ତି। ପୁଣି ବନ୍ୟ ପଶୁ ପରି ସହଜାତ ପ୍ରବୃତ୍ତି ଦ୍ୱାରା ଯାହା ଜାଣନ୍ତି, ସେ ସବୁ ଦ୍ୱାରା ହିଁ ସେମାନ ବିନଷ୍ଠ ହୁଅନ୍ତି।


ଆସନ୍ତୁ, ଈଶ୍ୱରଙ୍କ ବର୍ଣ୍ଣନାତୀତ ଦାନ ନିମନ୍ତେ ତାଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିବା!


ଯଥା - ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ ଓ ନାନା ପ୍ରକାର ଦୁଷ୍କର୍ମ - ପ୍ରତାରଣା, ଅଶୋଭନୀୟ ଆଚରଣ, ଈର୍ଷା, କୁତ୍ସାରଟନା, ଅହଙ୍କାର ଓ ମୂଢ଼ତା।


ସେମାନେ ସମୁଦ୍ରର ଉତ୍ତାଳ ତରଙ୍ଗ ତୂଲ୍ୟ। ସେମାନଙ୍କର ର୍ନିର୍ଲ୍ଲଜ୍ଜ କର୍ମମାନ ଫେଣ ପରି ଉପରକୁ ଦେଖାଯାଏ। ସେମାନେ ଲକ୍ଷ୍ୟହୀନ ଭ୍ରମଣକାରୀ ନକ୍ଷତ୍ର ତୂଲ୍ୟ। ଈଶ୍ବର ସେମାନଙ୍କ ପାଇଁ ଅନ୍ଧକାରମୟ ଗହ୍ୱରରେ ସ୍ଥାନ ନିରୂପଣ କରିଛନ୍ତି।


ତୁମ୍ଭେମାନେ ପ୍ରାର୍ଥନା ଦ୍ୱାରା ଆମକୁ ସାହାର୍ଯ୍ୟ କର। ତାହେଲେ, ଆମ ପାଇଁ ଅନେକେ ଈଶ୍ୱରଙ୍କଠାରେ କୃତଜ୍ଞତା ଜ୍ଞାପନ କରିବେ।


ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍‍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି।


ଭ୍ରଷ୍ଟାଚାରୀମାନଙ୍କର ଅଧର୍ମ ଆଚରଣ ଯୋଗୁଁ ବ୍ୟଥିତ ହୋଇଥିବା ଧାର୍ମିକ ଲୋଟଙ୍କୁ ଈଶ୍ୱର ରକ୍ଷା କଲେ।


ଏଣୁ ତୁମର ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପେ ତୁମର କର୍ତ୍ତବ୍ୟ ବିଷୟରେ ନିର୍ଦ୍ଦେଶ ଦେବାକୁ ମୋର ସାହସ ଅଛି।


ବର୍ତ୍ତମାନ ତୁମ୍ଭମାନଙ୍କ ଯୋଗୁଁ ଆମେ ଯେଉଁ ଅପାର ଆନନ୍ଦ ଲାଭ କରୁଛୁ, ସେଥିପାଇଁ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେବୁ, ଜାଣିପାରୁ ନା।


ଯେଉଁଠାରେ ଯୀଶୁ ପ୍ରାର୍ଥନା କରି ଲୋକମାନଙ୍କୁ ରୋଟୀ ଖାଇବାକୁ ଦେଇଥିଲେ, ତିବିରିଆରୁ ଆଉ କେତୋଟି ନୌକା ସେହି ସ୍ଥାନ ନିକଟରେ ପହଞ୍ôଚଲା।


Swiv nou:

Piblisite


Piblisite