Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:5 - ପବିତ୍ର ବାଇବଲ (CL) NT (BSI)

5 କ୍ରତଦାସମାନେ, ତୁମ୍ଭେମାନେ ଖ୍ରୀଷ୍ଟଙ୍କର ସେବା କରୁଛ ଭାବି ଆନ୍ତରିକଭାବେ ଭୟରେ କମ୍ପିତ ହୋଇ ଜାଗତିକ ମୁନିବମାନଙ୍କର ଆଜ୍ଞାବହ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ ,

Gade chapit la Kopi

ଓଡିଆ ବାଇବେଲ

5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;

Gade chapit la Kopi

ପବିତ୍ର ବାଇବଲ

5 ହେ ଦାସମାନେ! ପୃଥିବୀରେ ତୁମ୍ଭ ମାଲିକମାନଙ୍କର ଆଜ୍ଞା, ଭୟ ଓ ସମ୍ମାନ ସହିତ, ନିଷ୍ଠାପୂର୍ଣ୍ଣ ହୃଦୟରେ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କ ଆଜ୍ଞା ପାଳନ କଲା ଭଳି ତୁମ୍ଭେ ଏହା କର।

Gade chapit la Kopi




ଏଫିସୀୟ 6:5
27 Referans Kwoze  

ସ୍ତ୍ରୀମାନେ! ତୁମେ ଯେପରି ପ୍ରଭୁଙ୍କ ବଶୀଭୂତା, ସେହିପରି ନିଜ ନିଜ ସ୍ୱାମୀର ବଶୀଭୂତା ହୁଅ।


କାରଣ ତୁମର ପବିତ୍ର ଆଚରଣ ଓ ଭକ୍ତି ଭାବ ସେମାନେ ଲକ୍ଷ୍ୟ କରିବେ।


କିନ୍ତୁ ମନେରଖ, ସେ ଏବେ କେବଳ ଏକ କ୍ରୀତଦାସ ନୁହେଁ। ଖ୍ରୀଷ୍ଟଙ୍କ ବିଶ୍ୱାସୀ ସ୍ୱରୂପେ ସେ ଏବେ ଆମର ଜଣେ ଭାଇ। ମୋ’ ଦୃଷ୍ଟିରେ ବର୍ତ୍ତମାନ ସେ କେଡ଼େ ଉପକାରୀ! ତୁମର ଜଣେ ଦାସ ଓ ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପେ ସେ ତୁମ ପାଇଁ ଆହୁରି କେଡ଼େ ଉପକାରୀ ନ ହେବ!


ତେଣୁ ପ୍ରିୟ ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ତୁମ୍ଭେମାନେ ଯେପରି ସବୁବେଳେ ମୋର ଆଜ୍ଞାଧୀନ ଥିଲ, ବର୍ତ୍ତମାନ ମୁଁ ତୁମଠାରୁ ଦୂରରେ ଥିବା ସମୟରେ ଅଧିକ ବିଶ୍ୱସ୍ତ ଭାବରେ ମୋର ବାଧ୍ୟ ହେବା ତୁମ୍ଭମାନଙ୍କର କର୍ତ୍ତବ୍ୟ। ତୁମର ପରିତ୍ରାଣ ସାଧନ ଯେପରି ସମ୍ପୂର୍ଣ୍ଣ ହୁଏ, ଏଥିନିମନ୍ତେ ଭୟ ଓ ପ୍ରକମ୍ପ ସହ କାର୍ଯ୍ୟ କରିଯାଅ।


ଜଗତରେ ଜୀବନ ଓ ବିଶେଷରେ ତୁମ୍ଭମାନଙ୍କ ସହିତ ଆମର ସର୍ମ୍ପକ ଈଶ୍ୱରଦତ୍ତ ପବିତ୍ରତା ଓ ବିଶ୍ବସ୍ତତା ଦ୍ୱାରା ପରିଚାଳିତ ବୋଲି ଆମ ବିବେକର ସାକ୍ଷ୍ୟ। ଏଥିପାଇଁ ଆମ ମନରେ ଗର୍ବ ହୁଏ। ମାନବିକ ଜ୍ଞାନରେ ନୁହେଁ, ମାତ୍ର ଐଶ୍ୱରିକ ଜ୍ଞାନରେ ଏହା କରିବାକୁ ଆମେ ସକ୍ଷମ ହୋଇଛୁ।


କାରଣ ପ୍ରଭୁଙ୍କର ଆହ୍ୱାନ ପାଇଥିବା କ୍ରୀତଦାସ, ତାଙ୍କର ମୁକ୍ତ ବ୍ୟକ୍ତି। ଅପର ପକ୍ଷରେ, ଖ୍ରୀଷ୍ଟଙ୍କ ଆହ୍ୱାନ ପାଇଥିବା ମୁକ୍ତ ବ୍ୟକ୍ତି, ତାଙ୍କର କ୍ରୀତଦାସ।


ମୋର ଉପରିସ୍ଥ କର୍ମଚାରୀଙ୍କ ଅଧୀନରେ ମୁଁ କାମ କଲେ ସୁଦ୍ଧା ମୋ’ ଅଧୀନରେ ଅନେକ ସୈନିକ ଅଛନ୍ତି। ସେମାନେଙ୍କ ଭିତରୁ ଜଣେକୁ ଯଦି ମୁଁ ‘ଯାଅ’ ବୋଲି ଆଦେଶ ଦିଏ, ସେ ଯାଏ। ଅନ୍ୟ ଜଣକୁ ‘ଆସ’ ବୋଲି କହିଲେ, ସେ ଆସେ। ମୋର ଦାସକୁ ‘ଏହା କର’ ବୋଲି କହିବା ମାତ୍ର ସେ ତାହା କରିଥାଏ।”


“ଜଣେ ଲୋକ ଦୁଇଜଣ ମାଲିକଙ୍କର କ୍ରୀତଦାସ ହୋଇ ପାରିବ ନାହିଁ। ସେ ଜଣକୁ ଆଦର କଲେ ଅପରକୁ ଘୃଣା କରିବ, ଜଣକ ପ୍ରତି ଅନୁଗତ ହେଲେ ଅନ୍ୟକୁ ଅବଜ୍ଞା କରିବ। ତୁମେ ଏକା ସଙ୍ଗେ ଈଶ୍ୱର ଓ ଧନସମ୍ପତ୍ତି ପ୍ରତି ଆସକ୍ତ ହୋଇ ରହି ପାରିବ ନାହିଁ।


ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ଯେଉଁମାନଙ୍କ ପ୍ରେମ ଅବିନଶ୍ୱର, ସେ ସେମାନଙ୍କୁ ଅନୁଗ୍ରହ କରନ୍ତୁ।


ତୁମ୍ଭେମାନେ ସମସ୍ତେ ଯେପରି ଭାବର ତାଙ୍କର ବାଧ୍ୟ ଥିଲ ଏବଂ ଭୟ ଓ କମ୍ପିତ ହୃଦୟରେ ତାଙ୍କୁ ସ୍ୱାଗତ ଜଣାଇଥିଲ, ଏ କଥା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କର ପ୍ରେମ ଆହୁରି ବୃଦ୍ଧି ପାଉଛି।


ସେ ସମୟରେ ମୁଁ ଦୁର୍ବଳ ଥିଲି, ସର୍ବଦା ଭୟରେ ପ୍ରକମ୍ପିତ ହେଉଥିଲି।


ସେମାନେ ପ୍ରତିଦିନ ଉପାସନା ମନ୍ଦିରରେ ଗୋଟିଏ ଦଳ ରୂପେ ଏକତ୍ରିତ ହେଉଥିଲେ ଏବଂ ଆନନ୍ଦ ମନରେ ଓ ନମ୍ରଚିତ୍ତରେ


“ଚକ୍ଷୁ ଶରୀରର ପ୍ରଦୀପ ସ୍ୱରୂପ। ଚକ୍ଷୁ ସ୍ୱଚ୍ଛ ଥିଲେ, ଶରୀର ଆଲୋକରେ ପୂରି ଉଠିବ।


ମୋ’ ସ୍ୱଜାତି ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ ହେବା ପାଇଁ ମୁଁ ଇଚ୍ଛୁକ, କାରଣ ସେମାନେ ଈଶ୍ୱରଙ୍କ ଲୋକ।


Swiv nou:

Piblisite


Piblisite