Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:18 - ପବିତ୍ର ବାଇବଲ (CL) NT (BSI)

18 ଏହାର ତିନି ବର୍ଷ ପରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୁଶାଲମକୁ ଗଲି ଏବଂ ତାଙ୍କ ସଙ୍ଗେ ଦୁଇ ସପ୍ତାହ ରହିଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ କେଫାଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି।

Gade chapit la Kopi

ଓଡିଆ ବାଇବେଲ

18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି।

Gade chapit la Kopi

ପବିତ୍ର ବାଇବଲ

18 ତିନି ବର୍ଷ ପରେ ମୁଁ ଯିରୁଶାଲମକୁ ଗଲି। ମୁଁ ପିତରଙ୍କୁ ଦେଖା କରିବାକୁ ଯାଇଥିଲି।

Gade chapit la Kopi




ଗାଲାତୀୟ 1:18
8 Referans Kwoze  

ସେ ଶିମୋନଙ୍କୁ ଯୀଶୁଙ୍କ ନିକଟକୁ ନେଇଗଲେ। ଯୀଶୁ ଶିମୋନଙ୍କୁ ଚାହିଁ କହିଲେ: “ତୁମେ ଯୋହନଙ୍କ ପୁତ୍ର ଶିମୋନ, କିନ୍ତୁ ତୁମେ କେମ୍ପା ନାମରେ ଖାଦ୍ୟ ହେବ।” (କେମ୍ପା ଶବ୍ଦର ଅର୍ଥ ପିତର ବା “ପତର”)


ଅପର ପକ୍ଷରେ, ସେମାନେ ଦେଖିଥିଲେ ଯେ, ଈଶ୍ୱର ଯେଉଁପରି ଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ପିତରଙ୍କୁ ଦେଇଥିଲେ, ସେହିପରି ଅଣଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ମୋତେ ଦେଇଛନ୍ତି,


ନେତା ରୂପେ ବିବେଚିତ ହେଉଥିବା ଯାକୁବ, ପିତର ଓ ଯୋହନ ସ୍ୱୀକାର କରିଥିଲେ ଯେ, ଈଶ୍ୱର ମୋତେ ଏହି ବିଶେଷ କାର୍ଯ୍ୟର ଦାୟିତ୍ୱ ଦେଇଛନ୍ତି। ତେଣୁ ସେମାନେ ମୋତେ ଓ ବର୍ଣ୍ଣବାଙ୍କୁ ସହଯୋଗୀ ରୂପେ ଆଦରରେ ଗ୍ରହଣ କରିଥିଲେ। ବର୍ଣ୍ଣବା ଓ ମୁଁ ଅଣଇହୁଦୀମାନଙ୍କ ମଧ୍ୟରେ ଓ ସେମାନେ ଇହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରିବେ ବୋଲି ଆମେ ଏକମତ ହୋଇଥିଲୁ।


ପିତର ଆଣ୍ଟିୟୋଖକୁ ଆସିଥିବାବେଳେ ମୁଁ ସର୍ବସାଧାରଣରେ ତାଙ୍କର ପ୍ରତିରୋଧ କରିଥିଲି, କାରଣ ସେ ନିଶ୍ଚିତଭାବେ ଭୁଲ୍ କାର୍ଯ୍ୟ କରୁଥିଲେ।


ମୁଁ ଯେତେବେଳେ ଦେଖିଲି ଯେ, ସୁସମାଚାରର ସତ୍ୟ ଅନୁଯାୟୀ ସେମାନେ ସରଳ ଆଚରଣ କରୁ ନାହାନ୍ତି, ମୁଁ ସେମାନଙ୍କ ସମ୍ମୁଖରେ ପିତରଙ୍କୁ କହିଥିଲି, “ଯଦି ତୁମେ ଇହୁଦୀ ହୋଇ ଅଣଇହୁଦୀମାନଙ୍କ ପରି ଜୀବନ ଯାପନ କରୁଛ, ତେବେ ଇହୁଦୀମାନଙ୍କ ପରି ଜୀବନ ଯାପନ କରିବାକୁ ତୁମେ ଅଣଇହୁଦୀମାନଙ୍କୁ କିପରି ବାଧ୍ୟ କରିପାରିବ?”


Swiv nou:

Piblisite


Piblisite