Biblia Todo Logo
Bib sou entènèt

- Piblisite -




ଗାଲାତୀୟ 1:24 - ପବିତ୍ର ବାଇବଲ (CL) NT (BSI)

24 ସେଥିଯୋଗୁଁ ସେମାନେ ମୋ’ ନିମନ୍ତେ ଈଶ୍ୱରଙ୍କ ପ୍ରଶଂସା କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆଉ ସେମାନେ ମୋʼ ସକାଶେ ଈଶ୍ଵରଙ୍କ ପ୍ରଶଂସା କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

24 ଆଉ ସେମାନେ ମୋ' ସକାଶେ ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

24 ମୋ’ ପ୍ରତି ଯାହା ଘଟିଲା, ସେଥିପାଇଁ ସେମାନେ ପରମେଶ୍ୱରଙ୍କୁ ପ୍ରଶଂସା କଲେ।

Gade chapit la Kopi




ଗାଲାତୀୟ 1:24
13 Referans Kwoze  

ସେମାନେ ଏହା ଶୁଣିବା ପରେ ଆଉ ସମାଲୋଚନା ନ କରି ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “ତା’ ହେଲେ ଈଶ୍ୱର ଅଣଇହୁଦୀମାନଙ୍କୁ ମଧ୍ୟ ଅନୁତାପ କରିବାକୁ ଓ ବଞ୍ଚିବା ପାଇଁ ସୁଯୋଗ ଦେଇଛନ୍ତି।”


ତୋ’ ଭାଇଟି ମରି ଯାଇଥିଲା, କିନ୍ତୁ ଏବେ ବଞ୍ଚିଲା। ସେ ହଜି ଯାଇଥିଲା, ଏବେ ମିଳିଲା। ଏଥିପାଇଁ ଆମେ ଆନନ୍ଦ ଉତ୍ସବ କରୁଛୁ’।”


ମୁଁ ତୁମ୍ଭମାନଙ୍କୁ କହୁଛି, ସେହି ପ୍ରକାରେ ଜଣେ ପାପୀ ଅନୁତାପ କଲେ, ସ୍ୱର୍ଗଦୂତମାନେ ମଧ୍ୟ ଆନନ୍ଦ କରନ୍ତି।”


“ସର୍ବୋଚ୍ଚ ସ୍ୱର୍ଗରେ ଈଶ୍ୱରଙ୍କ ମହିମା; ପୃଥିବୀରେ ଯେଉଁମାନେ ତାଙ୍କର ପ୍ରୀତିଭାଜନ, ସେମାନଙ୍କ ମନରେ ଶାନ୍ତି।”


ଲୋକେ ଏହା ସେଖି ଶଙ୍କିତ ହେଲେ। କିନ୍ତିୁ କନୁଷ୍ୟକୁ ଏପରି ଅଧିକାର ଦେଇଥିବାରୁ ସେମାନେ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ।


ଏହିପରି ଭାବରେ ଆମ ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହରୁ, ତୁମେ ଆମ ପ୍ରଭୁ ଯୀଶୁଙ୍କ ନାମକୁ ଗୌରବାନ୍ୱିତ କରିପାରିବ ଓ ତୁମକୁ ମଧ୍ୟ ସେ ଗୌରବାନ୍ୱିତ କରିବେ।


କିନ୍ତୁ ସେହି ଦିନ ସେ ତାଙ୍କ ଲୋକମାନଙ୍କଠାରୁ ଓ ସମସ୍ତ ବିଶ୍ୱାସୀଙ୍କଠାରୁ ସମ୍ମାନ ଓ ଗୌରବ ପାଇବେ। ଏମାନଙ୍କ ମଧ୍ୟରେ ତୁମ୍ଭେମାନେ ମଧ୍ୟ ଅନ୍ତର୍ଭୁକ୍ତ ହେବ, କାରଣ ଆମେ ତୁମକୁ ଯେୁଁ ବାର୍ତ୍ତା ଦେଇଥିଲୁ, ସେଥିରେ ତୁମ୍ଭେମାନେ ବିଶ୍ୱାସ କରିଛ।


ଏହି ସେବା କାର୍ଯ୍ୟ ଦ୍ୱାରା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ତୁମ୍ଭମାନଙ୍କ ବିଶ୍ୱସ୍ତତା ଲାଗି ଓ ସମସ୍ତଙ୍କ ସହିତ ଅଂଶୀ ହୋଇ ତୁମ୍ଭେମାନେ ଯେଉଁ ବଦାନ୍ୟତା ପ୍ରକାଶ କରିବେ।


ସେମାନେ ସମସ୍ତେ ଭୟଭୀତ ହେଲେ ଓ ଈଶ୍ୱରଙ୍କ ପ୍ରଶଂସା କଲେ। ସେମାନେ କହିଲେ, “ଜଣେ ମହାନ୍ ଭାବବାଦୀ ଆମ ମଧ୍ୟରେ ଅବତୀର୍ଣ୍ଣ ହୋଇଛନ୍ତି! ଈଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କରିବା ପାଇଁ ଆସିଛନ୍ତି!”


ସମସ୍ତେ ଚାହିଁ ରହିଥିବାବେଳେ, ରୋଗୀ ଉଠି ପଡ଼ି ବିଛଣା ଧରି ଚାଲିଗଲା। ଏଥିରେ ସମସ୍ତେ ବିସ୍ମିତ ହୋଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ କହିଲେ, “ଆମେ ଏପରି କଥା କେବେ ଦେଖି ନ ଥିଲୁ।”


Swiv nou:

Piblisite


Piblisite