Biblia Todo Logo
Bib sou entènèt

- Piblisite -




ଗାଲାତୀୟ 2:10 - ପବିତ୍ର ବାଇବଲ (CL) NT (BSI)

10 ସେମାନେ କେବଳ ଏତିକି ଅନୁରୋଧ କରିଥିଲେ ଯେ, ଆମେ ସେମାନଙ୍କ ଦଳରେ ଥିବା ଅଭାବଗ୍ରସ୍ତମାନଙ୍କୁ ସ୍ମରଣରେ ରଖିବୁ। ସେ ବିଷୟ ପ୍ରତି ହିଁ ମୋର ଆଗ୍ରହ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି।

Gade chapit la Kopi

ଓଡିଆ ବାଇବେଲ

10 ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।

Gade chapit la Kopi

ପବିତ୍ର ବାଇବଲ

10 ସେମାନେ ଆମ୍ଭକୁ ଗୋଟିଏ କଥା କହିବା ଉପରେ ଜୋର୍ ଦେଲେ ଯେ, ଆମ୍ଭେ ଯେପରି ଅଭାବରେ ଥିବା ଗରିବ ଲୋକମାନଙ୍କୁ ସାହାଯ୍ୟ କରିବା କଥା ମନେରଖୁ। ଏହି କାମଟି କରିବା ପାଇଁ ମୁଁ ଯେ କେବଳ ଇଚ୍ଛା କରୁଥିଲି ତା’ ନୁହେଁ, ବରଂ ଏଥିପାଇଁ ମୋର ଉଦ୍‌‌ଯୋଗ ମଧ୍ୟ ଥିଲା।

Gade chapit la Kopi




ଗାଲାତୀୟ 2:10
9 Referans Kwoze  

“ଅନେକ ବର୍ଷ ଧରି ଯିରୂଶାଲମରୁ ଦୂରରେ ରହିବା ପରେ, ମୋ’ ନିଜ ଲୋକମାନଙ୍କ ପାଇଁ କିଛି ଅର୍ଥ ନେବାକୁ ଓ ବଳିଦାନ ଉତ୍ସର୍ଗ କରିବା ପାଇଁ ମୁଁ ସେଠାକୁ ଯାଇଥିଲି।


ଯଦି ଜଣେ ଧନୀ ବ୍ୟକ୍ତି ଭାଇର ଅଭାବ ଦେଖି ସୁଦ୍ଧା ତା’ପ୍ରତି ଦୟାର୍ଦ୍ର ଚିତ୍ତ ହୁଏ ନାହିଁ, ତା’ ହୃଦୟରେ ଈଶ୍ୱରଙ୍କ ପ୍ରେମ ଅଛି ବୋଲି ସେ କିପରି କହି ପାରିବ?


ଅନ୍ୟମାନଙ୍କର ଉପକାର କରିବାକୁ ଓ ସେମାନଙ୍କୁ ସାହାଯ୍ୟ କରିବାକୁ ଭୁଲିଯାଅ ନାହିଁ, କାରଣ ଏହିସବୁ ହିଁ ଈଶ୍ୱରଙ୍କ ସନ୍ତୋଷଜନକ ବଳି, ସ୍ୱରୂପ।


Swiv nou:

Piblisite


Piblisite