Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:25 - ପବିତ୍ର ବାଇବଲ (CL) NT (BSI)

25 ବର୍ତ୍ତମାନ ବିଶ୍ୱାସର ଯୁଗ ଉପଗତ, ଆମେ ଆଉ ବ୍ୟବସ୍ଥାର ଅଧୀନ ନାହୁଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ଏବେ ସେହି ବିଶ୍ଵାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ।

Gade chapit la Kopi

ଓଡିଆ ବାଇବେଲ

25 କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧିନରେ ନାହୁଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ।

Gade chapit la Kopi

ପବିତ୍ର ବାଇବଲ

25 ଏବେ ବିଶ୍ୱାସର ରାସ୍ତା ଉପସ୍ଥିତ ହୋଇଅଛି ଓ ଆମ୍ଭେ ଏଣିକି ବ୍ୟବସ୍ଥାର ଅଧୀନ ନୋହୁଁ।

Gade chapit la Kopi




ଗାଲାତୀୟ 3:25
8 Referans Kwoze  

ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ ନ କରୁ। ତୁମ୍ଭେମାନେ ଆଉ ବ୍ୟବସ୍ଥାର ଅଧୀନ ନୁହଁ। କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହରେ ଆଶ୍ରିତ।


ଭାଇମାନେ, ତୁମ୍ଭମାନଙ୍କର ମଧ୍ୟ ଠିକ୍ ସେହି ପରିସ୍ଥିତି। ତୁମ୍ଭେମାନେ ଜଳଦୀକ୍ଷା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀର ସହିତ ମୃତ୍ୟୁଭୋଗ କରି, ତାଙ୍କର ପୁନରୁତ୍ଥାନରେ ମଧ୍ୟ ଅଂଶୀ ହୋଇଛ ଏବଂ ବର୍ତ୍ତମାନ ତୁମେ ଈଶ୍ୱରଙ୍କ ସୁଯୋଗ୍ୟ ସେବକ। ବ୍ୟବସ୍ଥା ପ୍ରତି ତୁମ୍ଭେମାନେ ମୃତ ହୋଇଛି।


ଖ୍ରୀଷ୍ଟୀୟ ଜୀବନରେ ତୁମର ଅନେକ ଧର୍ମଗୁରୁ ଥାଉ ପାରନ୍ତି। କିନ୍ତୁ ତୁମର ପିତା ଏକ। ତୁମ ନିକଟରେ ସୁସମାଚାର ପ୍ରଚାର କରିବା ଦ୍ୱାରା ଖ୍ରୀଷ୍ଟୀୟ ଜୀବନରେ ମୁଁ ତୁମର ପିତା ସ୍ୱରୂପ ହୋଇଛି।


ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ବ୍ୟବସ୍ଥା ଆମ ତତ୍ତ୍ୱାବଧାରକ ଥିଲା; କିନ୍ତୁ ତା’ପରେ, କେବଳ ବିଶ୍ୱାସ ଦ୍ୱାରା ଆମେ ଈଶ୍ୱରଙ୍କ ସମ୍ମୁଖରେ ନିର୍ଦ୍ଦେଶଷ ବିବେଚିତ ହେବୁ।


Swiv nou:

Piblisite


Piblisite