Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:4 - ପବିତ୍ର ବାଇବଲ (CL) NT (BSI)

4 ଏଥିପାଇଁ ତୁମ୍ଭମାନଙ୍କର ସମସ୍ତ ଅନୁଭୂତି କଅଣ ନିରର୍ଥକ? ସେଥିରୁ କଅଣ କିଛି ଶିକ୍ଷା କରି ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶ ଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା?

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ ? ତାହା କ'ଣ ପ୍ରକୃତରେ ବୃଥା ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା?

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭେମାନେ ଅନେକ କଥା ଅନୁଭବ କରିଛ। କ’ଣ ସେ ସବୁ ବିଫଳ ହୋଇଗଲା? ନା!

Gade chapit la Kopi




ଗାଲାତୀୟ 3:4
7 Referans Kwoze  

ଏଣୁ ସାବଧାନ ରୁହ- ଆମେ ତୁମ ପାଇଁ ଯାହା କରିଛୁ, ତାହା ସବୁ ନ ହରାଇ ଯେପରି ପୂର୍ଣ୍ଣ ମାତ୍ରାରେ ପୁରସ୍କୃତ ହେବ।


ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିବା ସେହି ଶୁଭ ବାର୍ତ୍ତା ହିଁ ସୁସମାଚାର। ତୁମ୍ଭେମାନେ ସେହି ସୁସମାଚାରରେ ଦୃଢ଼ ବିଶ୍ୱାସୀ ହୋଇ ରହିଲେ, ପରିତ୍ରାଣ ପାଇବ। ନଚେତ୍ ତୁମ୍ଭମାନଙ୍କର ବିଶ୍ୱାସ ବୃଥା।


ତୁମ୍ଭେମାନେ ଏଡ଼େ ବିଚାରହୀନ ହୋଇ ପାରୁଛ କିପରି? ପରମାତ୍ମାଙ୍କ ଶକ୍ତିରେ ତୁମେ ଯେଉଁ ଜୀବନ ଆରମ୍ଭ କରିଛ, ନିଜ ଶକ୍ତିରେ କ’ଣ ତାହାକୁ ସମ୍ପୂର୍ଣ୍ଣ କରିବାକୁ ଚାହୁଁଛ?


Swiv nou:

Piblisite


Piblisite