Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:6 - ପବିତ୍ର ବାଇବଲ (CL) NT (BSI)

6 ଅବ୍ରାହାମଙ୍କ କଥା ସ୍ମରଣ କର। ଶାସ୍ତ୍ରରେ ଲେଖାଅଛି, “ସେ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ତାଙ୍କର ବିଶ୍ୱାସ ହେତୁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେପରି ଅବ୍ରହାମ ଈଶ୍ଵରଙ୍କୁ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।

Gade chapit la Kopi

ଓଡିଆ ବାଇବେଲ

6 ଯେପରି ଅବ୍ରାହାମ ଈଶ୍ୱରଙ୍କୁ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେପରି ଅବ୍ରହାମ ଈଶ୍ବରଙ୍କୁ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।

Gade chapit la Kopi

ପବିତ୍ର ବାଇବଲ

6 ଅବ୍ରହାମଙ୍କ ବିଷୟରେ ଶାସ୍ତ୍ର ମଧ୍ୟ ଏହି କଥା କୁହେ: “ଅବ୍ରହାମ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ଓ ପରମେଶ୍ୱର ତାହାଙ୍କ ନିଜ ସହିତ ଅବ୍ରହାମଙ୍କୁ ଧାର୍ମିକ କରିବା ପାଇଁ ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ।”

Gade chapit la Kopi




ଗାଲାତୀୟ 3:6
9 Referans Kwoze  

ଏହା ଦ୍ୱାରା ଧର୍ମଶାସ୍ତ୍ର ଉକ୍ତି ସଫଳ ହେଲା: “ଅବ୍ରାହାମ ଈଶ୍ୱରଙ୍କୁ ବିଶ୍ୱାସ କଲେ ଏବଂ ତାଙ୍କର ବିଶ୍ୱାସ କଲେ ଏବଂ ତାଙ୍କର ବିଶ୍ୱାସ ହେତୁ ଈଶ୍ୱରଙ୍କ ଦୃଷ୍ଟିରେ ସେ ଧାର୍ମିକ ରୂପେ ଗଣ୍ୟ ହେଲେ।” ପୁଣି ଅବ୍ରାହାମ ଈଶ୍ୱରଙ୍କ ବନ୍ଧୁ ବୋଲି ପରିଚିତ ହେଲେ।


ଆମ୍ଭେମାନେ ମଧ୍ୟ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଧାର୍ମିକରୂପେ ଗୃହୀତ ହେବୁ। ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି।


ଅବ୍ରାହାମ ବିଶ୍ୱାସ କରି ଆଶୀର୍ବାଦ ପାଇଥିଲେ; ତେଣୁ ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ସମସ୍ତେ ତାଙ୍କ ପରି ଆଶୀର୍ବାଦ ପାଇବେ।


Swiv nou:

Piblisite


Piblisite