Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:7 - ପବିତ୍ର ବାଇବଲ (CL) NT (BSI)

7 ଯେଉଁମାନେ ବିଶ୍ୱାସ କରିବାକୁ ସମର୍ଥ, କେବଳ ସେହିମାନେ ଅବ୍ରାହାମଙ୍କ ପ୍ରକୃତ ବଂଶଧର - ଏହା ତୁମକୁ ଉପଲବ୍ôଧ କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅତଏବ ଯେଉଁମାନେ ବିଶ୍ଵାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

7 ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରାହାମଙ୍କର ସନ୍ତାନ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ।

Gade chapit la Kopi

ପବିତ୍ର ବାଇବଲ

7 ଅତଏବ ତୁମ୍ଭେମାନେ ଜାଣି ରଖ ଯେ, ବିଶ୍ୱାସ କରୁଥିବା ଲୋକେ ଅବ୍ରହାମଙ୍କର ପ୍ରକୃତ ସନ୍ତାନ।

Gade chapit la Kopi




ଗାଲାତୀୟ 3:7
11 Referans Kwoze  

ଅବ୍ରାହାମ ବିଶ୍ୱାସ କରି ଆଶୀର୍ବାଦ ପାଇଥିଲେ; ତେଣୁ ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ସମସ୍ତେ ତାଙ୍କ ପରି ଆଶୀର୍ବାଦ ପାଇବେ।


ଆମ୍ଭେମାନେ ମଧ୍ୟ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଧାର୍ମିକରୂପେ ଗୃହୀତ ହେବୁ। ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଛନ୍ତି।


ସେମାନେ କହିଲେ, “ଆମ୍ଭମାନଙ୍କ ପିତା ଯେ ଅବ୍ରହାମ।” ଯୀଶୁ କହିଲେ: “ତୁମ୍ଭେମାନେ ଯଦି ପ୍ରକୃତରେ ଅବ୍ରହାମଙ୍କ ସନ୍ତାନ, ସେ ଯାହା କରିଥିଲେ, ତୁମ୍ଭେମାନେ ତାହା କରିଥାଆନ୍ତ।


ଯୀଶୁ ତାକୁ କହିଲେ, “ଆଜି ଏହି ଗୃହକୁ ପରିତ୍ରାଣ ଆସିଛି, କାରଣ ଏହି ବ୍ୟକ୍ତି ମଧ୍ୟ ଅବ୍ରାହମଙ୍କ ଜଣେ ବଂଶଧର।


ସେହିପରି ତୁମ୍ଭେମାନେ ଏସବୁ ବିଷୟ ଘଟିବାର ଦେଖିଲେ, ଈଶ୍ୱରଙ୍କ ବାକ୍ୟ ଆଗତପ୍ରାୟ ବୋଲି ଜାଣିବ।


ଆମ ଭାଇ ତୀମଥି କାରାଗାରରୁ ମୁକ୍ତି ପାଇଛନ୍ତି ବୋଲି ଜାଣିବ। ସେ ଯଦି ଶୀଘ୍ର ଆସନ୍ତି, ତେବେ ମୁଁ ତାଙ୍କୁ ସଙ୍ଗରେ ନେଇ ତୁମ୍ଭମାନଙ୍କ ନିକଟକୁ ଯିବି।


ଯେଉଁମାନେ ନିଜ ଜୀବନରେ ଏହି ନୀତି ଅନୁସରଣ କରନ୍ତି, ସେମାନେ ସମସ୍ତେ ଓ ଈଶ୍ୱରଙ୍କ ଲୋକମାନେ ସମସ୍ତେ ଜୀବନରେ ଶାନ୍ତି ଓ ଅନୁଗ୍ରହ ଅନୁଭବ କରନ୍ତୁ।


Swiv nou:

Piblisite


Piblisite