Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:1 - ପବିତ୍ର ବାଇବଲ (CL) NT (BSI)

1 ପ୍ରସଙ୍ଗ କ୍ରମେ କୁହାଯାଇପାରେ - ପୁତ୍ର ପିତାଙ୍କର ସମସ୍ତ ସମ୍ପତ୍ତିର ଅଧିକାରୀ, କିନ୍ତୁ ସମସ୍ତ ବିଷୟର ଅଧିକାରୀ ହେବା ସତ୍ତେ୍ୱ ଅପ୍ରାପ୍ତବୟସ୍କ ଥିବା ପର୍ଯ୍ୟନ୍ତ ସେ ଦାସ ପରି ରହେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ,

Gade chapit la Kopi

ଓଡିଆ ବାଇବେଲ

1 କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ,

Gade chapit la Kopi

ପବିତ୍ର ବାଇବଲ

1 ମୁଁ କହୁଛି ଯେ, ଯେପର୍ଯ୍ୟନ୍ତ ଜଣେ ଉତ୍ତରାଧିକାରୀ ଶିଶୁ ଅବସ୍ଥାରେ ଅଛି, ସେ ସମସ୍ତ ସମ୍ପତ୍ତିର ମାଲିକ ହୋଇଥିଲେ ମଧ୍ୟ, ଜଣେ ଦାସଠାରୁ ବେଶି ଭିନ୍ନ ନୁହେଁ।

Gade chapit la Kopi




ଗାଲାତୀୟ 4:1
9 Referans Kwoze  

ଦିନେ ସ୍ୱାଭାବିକଭାବେ ଜନ୍ମ ଗ୍ରହଣ କରିଥିବା ପୁତ୍ର ଈଶ୍ୱରଙ୍କ ପବିତ୍ରଆତ୍ମାଙ୍କଠାରୁ ଜନ୍ମ ଗ୍ରହଣ କରିଥିବା ପୁତ୍ରକୁ ଉତ୍ପୀଡ଼ନ କରିଥିଲା।


କ୍ରୀତଦାସୀର ପୁତ୍ର ସ୍ୱାଭାବିକ ଭାବରେ ଜନ୍ମ ଲାଭ କରିଥିଲା। ମାତ୍ର ତାଙ୍କ ବିବାହିତା ସ୍ତ୍ରୀଙ୍କ ପୁତ୍ର ଈଶ୍ୱରଙ୍କ ପ୍ରତିଜ୍ଞା ଅନୁସାରେ ଜନ୍ମ ଲାଭ କରିଥିଲା।


ତୁମ୍ଭେମାନେ ମଧ୍ୟ ଅବ୍ରହାମଙ୍କ ବଂଶଧର ଏବଂ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଲାଭ କରିବ।


ନାବାଳକ ଅବସ୍ଥାରେ, ତାହାର ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ଅନ୍ୟମାନେ ଯତ୍ନ ନିଅନ୍ତି ଓ ସମସ୍ତ ବିଷୟର ତତ୍ତ୍ୱାବଧାନ କରନ୍ତି।


ଅତଏବ, ଯେ କେହି ଈଶ୍ୱରଙ୍କର ସେହି ପୁତ୍ରଙ୍କଠାରେ ବିଶ୍ୱାସ କରେ, ତା’ ଅନ୍ତରେ ସେ ଈଶ୍ବରଙ୍କ ସାକ୍ଷ୍ୟ ଉପଲବ୍ଧି କରିଛି। ନିଜେ ଈଶ୍ବର ସାକ୍ଷୀ ହୋଇ ତାଙ୍କ ପୁତ୍ରଙ୍କ ବିଷୟରେ ଯାହା କହିଛନ୍ତି, ଏଥିରେ ଯେ ବିଶ୍ୱାସ କରେ ନାହିଁ, ସେ ଈଶ୍ବରଙ୍କୁ ମିଥ୍ୟାବାଦୀ ବୋଲି ଅଭିଯୁକ୍ତ କରୁଛି।


Swiv nou:

Piblisite


Piblisite