Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:13 - ପବିତ୍ର ବାଇବଲ (CL) NT (BSI)

13 ମୁଁ ପ୍ରଥମ ଥର କାହିଁକି ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିଥିଲି, ତାହା ସ୍ମରଣ କର। ସେତେବେଳେ ମୁଁ ଅସୁସ୍ଥ ଥିବା ଯୋଗୁଁ ଏହା କରିଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି;

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେମାନେ ମୋ’ ପାଇଁ ଖୁ‌ବ୍‌‌‌‌ଭଲ ଥିଲ। ତୁମ୍ଭେମାନେ ମନେ ପକାଅ, ମୁଁ ପ୍ରଥମ ଥର ତୁମ୍ଭମାନଙ୍କ ପାଖକୁ ଆସି ଥିଲି। ଯେହେତୁ ମୁଁ ଅସୁସ୍ଥ ଥିଲି। ସେ ସମୟରେ ମୁଁ ତୁମ୍ଭମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିଥିଲି।

Gade chapit la Kopi




ଗାଲାତୀୟ 4:13
13 Referans Kwoze  

ସେ ସମୟରେ ମୁଁ ଦୁର୍ବଳ ଥିଲି, ସର୍ବଦା ଭୟରେ ପ୍ରକମ୍ପିତ ହେଉଥିଲି।


ଖ୍ରୀଷ୍ଟଙ୍କ ଅନୁଗ୍ରହ ଦ୍ୱାରା ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଥିଲେ, ଏତେ ଶୀଘ୍ର ତୁମେ ତାଙ୍କୁ ପରିତ୍ୟାଗ କରି ଅନ୍ୟ ଏକ ସୁସମାଚାର ପ୍ରତି ଆକୃଷ୍ଟ ହୋଇଅଛ, ଏଥିରେ ମୁଁ ବିସ୍ମିତ ହେଉଅଛି।


ଯଦି ଦର୍ପ କରିବାକୁ ହୁଏ, ତେବେ ମୋର ଏହି ସବୁ ଦୁର୍ବଳତା ପାଇଁ ମୋତେ ଦର୍ପ କରିବାକୁ ହେବ।


ମୁଁ ସେମାନଙ୍କ ପରି ବାକ୍ପଟୁ ହୋଇ ନ ପାରେ , କିନ୍ତୁ ଜ୍ଞାନରେ ନିକୃଷ୍ଟ ନୁହେଁ। ତୁମମାନଙ୍କୁ ଏ କଥା ଆମେ ସବୁବେଳେ ଓ ସବୁ ପରିସ୍ଥିତିରେ କହି ଆସିଛୁ।


କେହି କେହି କହନ୍ତି, “ପାଉଲଙ୍କ ଚିଠିଗୁଡ଼ିକ ବଡ଼ କଟଉ ଓ ତୀବ୍ର କିନ୍ତୁ ଆମ ସଙ୍ଗେ ଥିଲାବେଳେ ସେ ଦୁର୍ବଳ ଦେଖାଯାନ୍ତି ଓ ତାଙ୍କର କଥା ମୂଲ୍ୟହୀନ ମନେହୁଏ।


ସେ ଦୁର୍ବଳ ହୋଇ କ୍ରୁଶରେ ନିହତ ହେଲେ ମଧ୍ୟ ଈଶ୍ୱରଙ୍କ ପରାକ୍ରମରେ ଏବେ ଜୀବିତ ଅଛନ୍ତି। ତାଙ୍କ ସହିତ ମିଳିତ ହୋଇ ଆମେ ମଧ୍ୟ ଦୁର୍ବଳ ହୋଇଛୁ, କିନ୍ତୁ ତୁମ ସହିତ ଆମ ସର୍ମ୍ପକରେ ଈଶ୍ୱରଙ୍କ ପରାକ୍ରମର ଅଂଶୀ ହୋଇ ଖ୍ରୀଷ୍ଟଙ୍କ ସହିତ ଆମେ ଜୀବତ ହେବା।


ପବିତ୍ର ଆତ୍ମା ସେମାନଙ୍କୁ ଏସିଆ ପ୍ରଦେଶରେ ପ୍ରଚାର କରିବାକୁ ଅନୁମତି ନ ଦେବାରୁ ସେମାନେ ଫ୍ରିଜିୟା ଓ ଗାଲାତୀୟ ଅଞ୍ଚଳକୁ ଯାତ୍ରା କଲେ।


ଯୀଶୁ ସମଗ୍ର ଗାଲିଲୀ ପର୍ଯ୍ୟଟନ କରି ଉପାସନା ଗୃହମାନଙ୍କରେ ଶିକ୍ଷା ଦେଲେ। ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କଲେ ଏବଂ ନାନାବିଧ ରୋଗୀ ଓ ଅସୁସ୍ଥ ଲୋକମାନଙ୍କୁ ସୁସ୍ଥ କଲେ।


ଭାଇମାନେ, ତୁମ୍ଭମାନଙ୍କୁ ନିବେଦନ କରୁଛି, ମୋ’ ପରି ହୁଅ। ମୁଁ ତୁମ୍ଭମାନଙ୍କ ପରି ହୋଇଛି ଓ ତୁମ୍ଭେମାନେ ମୋ’ ପ୍ରତି କୌଣସି ମନ୍ଦ ବ୍ୟବହାର କରି ନାହଁ।


କିନ୍ତୁ ମୋର ଶାରୀରିକ ଅବସ୍ଥା ତୁମ୍ଭମାନଙ୍କ ପକ୍ଷରେ ବିରକ୍ତିକର ହୋଇଥିଲେ ହେଁ, ତୁମ୍ଭେମାନେ ମୋତେ ଅବଜ୍ଞା ବା ଅଗ୍ରାହ୍ୟ କରି ନ ଥିଲ, ବରଂ ମୋତେ ଏକ ସ୍ୱର୍ଗଦୂତ ରୂପେ ଗ୍ରହଣ କରିଥିଲ। ଖ୍ରୀଷ୍ଟ ଯୀଶୁଙ୍କୁ ତୁମ୍ଭେମାନେ ଯେପରି ଗ୍ରହଣ କରିଥା’ନ୍ତ, ସେହିପରିଭାବେ ମୋତେ ମଧ୍ୟ ଗ୍ରହଣ କରିଥିଲ।


ସତ୍ ଉଦ୍ଦେଶ୍ୟ ନେଇ ଆଗ୍ରହାନ୍ୱିତ ହେବା ବାଞ୍ଛନୀୟ। କେବଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହିଥିବା ସମୟରେ ନୁହେଁ, କିନ୍ତୁ ସବୁବେଳେ ତୁମ୍ଭେମାନେ ଏହାର ସତ୍ୟତା ଉପଲବ୍ôଧ କରିବା ଉଚିତ୍।


Swiv nou:

Piblisite


Piblisite