Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:2 - ପବିତ୍ର ବାଇବଲ (CL) NT (BSI)

2 ନାବାଳକ ଅବସ୍ଥାରେ, ତାହାର ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ଅନ୍ୟମାନେ ଯତ୍ନ ନିଅନ୍ତି ଓ ସମସ୍ତ ବିଷୟର ତତ୍ତ୍ୱାବଧାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧୀନରେ ଥାଏ।

Gade chapit la Kopi

ଓଡିଆ ବାଇବେଲ

2 କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧିନରେ ଥାଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧୀନରେ ଥାଏ।

Gade chapit la Kopi

ପବିତ୍ର ବାଇବଲ

2 କାରଣ ସେହି ଶିଶୁ ଆପଣା ପିତାଙ୍କ ଦ୍ୱାରା ନିଶ୍ଚିତ କରାଯାଇଥିବା ସମୟ ପର୍ଯ୍ୟନ୍ତ ଅଭିଭାବକ ଓ ତା'ର ଯତ୍ନ ନ୍ୟସ୍ତ କରା ଯାଇଥିବା ବ୍ୟକ୍ତିମାନଙ୍କର ଅଧୀନରେ ଥାଏ।

Gade chapit la Kopi




ଗାଲାତୀୟ 4:2
7 Referans Kwoze  

ଖ୍ରୀଷ୍ଟୀୟ ଜୀବନରେ ତୁମର ଅନେକ ଧର୍ମଗୁରୁ ଥାଉ ପାରନ୍ତି। କିନ୍ତୁ ତୁମର ପିତା ଏକ। ତୁମ ନିକଟରେ ସୁସମାଚାର ପ୍ରଚାର କରିବା ଦ୍ୱାରା ଖ୍ରୀଷ୍ଟୀୟ ଜୀବନରେ ମୁଁ ତୁମର ପିତା ସ୍ୱରୂପ ହୋଇଛି।


ପ୍ରସଙ୍ଗ କ୍ରମେ କୁହାଯାଇପାରେ - ପୁତ୍ର ପିତାଙ୍କର ସମସ୍ତ ସମ୍ପତ୍ତିର ଅଧିକାରୀ, କିନ୍ତୁ ସମସ୍ତ ବିଷୟର ଅଧିକାରୀ ହେବା ସତ୍ତେ୍ୱ ଅପ୍ରାପ୍ତବୟସ୍କ ଥିବା ପର୍ଯ୍ୟନ୍ତ ସେ ଦାସ ପରି ରହେ।


ଠିକ୍ ସେହିପରି ଆମେ ମଧ୍ୟ ଆଧ୍ୟାତ୍ମିକଭାବେ ପ୍ରାପ୍ତବୟସ୍କ ହେବା ପୂର୍ବରୁ, ବିଶ୍ୱ ଉପରେ କର୍ତ୍ତୃତ୍ୱ କରୁଥିବା ଶକ୍ତିମାନଙ୍କର ଦାସ ଥିଲୁ।


ତୁମେ ଯଦି ମୋ’ ସହିତ ସଂଯୁକ୍ତ ହୋଇ ରୁହ ଓ ମୋର ବାକ୍ୟ ତୁମ ହୃଦୟରେ ରହିଥାଏ, ତେବେ ତୁମେ ଯାହା ଇଚ୍ଛା କରି ମାଗିବ, ତାହା ପାଇବ।


ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ବ୍ୟବସ୍ଥା ଆମ ତତ୍ତ୍ୱାବଧାରକ ଥିଲା; କିନ୍ତୁ ତା’ପରେ, କେବଳ ବିଶ୍ୱାସ ଦ୍ୱାରା ଆମେ ଈଶ୍ୱରଙ୍କ ସମ୍ମୁଖରେ ନିର୍ଦ୍ଦେଶଷ ବିବେଚିତ ହେବୁ।


Swiv nou:

Piblisite


Piblisite