ଗାଲାତୀୟ 6:16 - ପବିତ୍ର ବାଇବଲ (CL) NT (BSI)16 ଯେଉଁମାନେ ନିଜ ଜୀବନରେ ଏହି ନୀତି ଅନୁସରଣ କରନ୍ତି, ସେମାନେ ସମସ୍ତେ ଓ ଈଶ୍ୱରଙ୍କ ଲୋକମାନେ ସମସ୍ତେ ଜୀବନରେ ଶାନ୍ତି ଓ ଅନୁଗ୍ରହ ଅନୁଭବ କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ଵରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ। Gade chapit laଓଡିଆ ବାଇବେଲ16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ୱରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ। Gade chapit laପବିତ୍ର ବାଇବଲ16 ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସେମାନଙ୍କୁ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ। Gade chapit la |