ଗାଲାତୀୟ 6:9 - ପବିତ୍ର ବାଇବଲ (CL) NT (BSI)9 ତେଣୁ ସତ୍କର୍ମ କରିବାରେ ଆମେ କ୍ଲାନ୍ତ ହେବା ଅନୁଚିତ। କାରଣ ସେଥିରୁ ବିରତ ନ ହେଲେ, ଯଥା ସମୟରେ ଆମେ ଫସଲ ଅମଳ କରି ପାରିବା। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା। Gade chapit laଓଡିଆ ବାଇବେଲ9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା। Gade chapit laପବିତ୍ର ବାଇବଲ9 ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ। Gade chapit la |
“ଯେଉଁମାନଙ୍କର ଶୁଣିବା ପାଇଁ କାନ ଅଛି, ମଣ୍ଡଳୀଗୁଡ଼ିକୁ ଈଶ୍ୱରଙ୍କ ଆତ୍ମା କଅଣ କହୁଅଛନ୍ତି, ତାହା ଶୁଣ। “ଯେଉଁମାନେ ବିଜୟ ଲାଭ କରିବେ, ମୁଁ ସେମାନଙ୍କୁ ଗଚ୍ଛିତ ରଖାଯାଇଥିବା ମାନ୍ନାରୁ କିଛି ଦେବି। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନୂତନ ନାମ ଲେଖା ହୋଇଥିବା ଗୋଟିଏ ଶ୍ୱେତ ପ୍ରସ୍ତର ପ୍ରଦାନ କରିବି। ସେହି ନୂତନ ନାମ କଅଣ, ପ୍ରସ୍ତର ଗ୍ରହଣକାରୀ ବ୍ୟତୀତ ଅନ୍ୟ କେହି ତାହା ଜାଣି ପାରିବେ ନାହିଁ।