Biblia Todo Logo
Bib sou entènèt

- Piblisite -




ଏବ୍ରୀ 1:12 - ପବିତ୍ର ବାଇବଲ (CL) NT (BSI)

12 ପୋଷାକ ସଜାଡ଼ିଲା ଭଳି ତୁମେ ସେ ସବୁ ସଜାଡ଼ି ରଖିବ ଏବଂ ବସ୍ତ୍ର ବଦଳାଇବା ପରି ପରିବର୍ତ୍ତନ କରିବ। କିନ୍ତୁ ସ୍ୱୟଂ ତୁମେ ଅପରିବର୍ତ୍ତନୀୟ ଓ ଅନନ୍ତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 “ପୁଣି ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି ତୁମ୍ଭର ବର୍ଷସମୂହ ଶେଷ ହେବ ନାହିଁ।”

Gade chapit la Kopi

ଓଡିଆ ବାଇବେଲ

12 "ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହି ସବୁ ଗୁଡ଼ାଇବ, ଆଉ ସେହି ସବୁ ପରିବର୍ତ୍ତିତ ହେବ । କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ ।''

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେ ଗ୍ଭଦର ଭଳି ସେହିସବୁ ଗୁଡ଼ାଇବ ଓ ସେମାନେ ବସ୍ତ୍ର ଭଳି ପରିବର୍ତ୍ତିତ ହେବେ। କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ, ଓ ତୁମ୍ଭ ଜୀବନର ଶେଷ ହେବ ନାହିଁ।”

Gade chapit la Kopi




ଏବ୍ରୀ 1:12
8 Referans Kwoze  

ଯୀଶୁ ଖ୍ରୀଷ୍ଟ ଗତ କାଲି, ଆଜି ଓ ଚିରକାଳ ସମଭାବରେ ବିଦ୍ୟମାନ।


ସମସ୍ତ ଉତ୍ତମ ଦାନ ଓ ସର୍ବୋତ୍କୃଷ୍ଟ ଉପହାର ସ୍ୱର୍ଗସ୍ଥ ପିତାଙ୍କଠାରୁ ଆସିଥାଏ। ସେ ସମଗ୍ର ଜ୍ୟୋତିର୍ମଣ୍ଡଳର ସ୍ରଷ୍ଟା। ସେ ପରିବର୍ତ୍ତନଶୀଳ ନୁହନ୍ତିଁ; ଛାୟାପାତ କରି କେବେ ଲେଶମାତ୍ର ଅନ୍ଧକାର ସୃଷ୍ଟି କରନ୍ତି ନାହିଁ।


ଯୀଶୁ ଉତ୍ତର ଦେଲେ: “ମୁଁ ସତ୍ୟ କହୁଛି, ଅବ୍ରାହାମଙ୍କ ପୂର୍ବରୁ ମୋର ସ୍ଥିତି ରହିଛି।”


Swiv nou:

Piblisite


Piblisite