ଏବ୍ରୀ 10:12 - ପବିତ୍ର ବାଇବଲ (CL) NT (BSI)12 କିନ୍ତୁ ଖୀଷ୍ଟ ପାପର ପ୍ରାୟଶ୍ଚିତ ସ୍ୱରୂପେ ଚିରକାଳ ପାଇଁ ଗୋଟିଏ ମାତ୍ର ବଳି ଉତ୍ସର୍ଗ କରିଛନ୍ତି। ତା’ପରେ ସେ ଯାଇ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବେଶନ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଚିରକାଳ ପାଇଁ ଉପବେଶନ କଲେ; Gade chapit laଓଡିଆ ବାଇବେଲ12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ; Gade chapit laପବିତ୍ର ବାଇବଲ12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ। Gade chapit la |