Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:3 - ପବିତ୍ର ବାଇବଲ (CL) NT (BSI)

3 କିନ୍ତୁ, ସେପରି ନ ହୋଇ ବର୍ଷକୁ ବର୍ଷ ବଳିଦାନ ଉତ୍ସର୍ଗ କରିବା ଦ୍ୱାରା ମନୁଷ୍ୟକୁ କେବଳ ତା’ର ପାପ ବିଷୟ ସ୍ମରଣ ଦିଆଯାଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;

Gade chapit la Kopi

ଓଡିଆ ବାଇବେଲ

3 କିନ୍ତୁ ସେହି ସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସେମାନଙ୍କୁ ସେମାନଙ୍କର ପାପଗୁଡ଼ିକ ସ୍ମରଣ କରାଇ ଦିଏ।

Gade chapit la Kopi




ଏବ୍ରୀ 10:3
11 Referans Kwoze  

କିନ୍ତୁ ଦ୍ୱିତୀୟ ପ୍ରକୋଷ୍ଠ ଭିତରକୁ କେବଳ ମହାଯାଜକଙ୍କ ଯିବାର ଅଧିକାର ଅଛି, ସେ ସେଠାକୁ ବର୍ଷକୁ ଥରେ ମାତ୍ର ଯାଆନ୍ତି। ସେ ନିଜ ପାଇଁ ଏବଂ ଲୋକମାନେ ଅଜ୍ଞାନତାବଶତଃ କରିଥିବା ପାପ ପାଇଁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାକୁ ସଙ୍ଗରେ ରକ୍ତ ନେଇ ଯାଇ ଥାଆନ୍ତି।


ଏହା ମୋର ରକ୍ତ। ମନୁଷ୍ୟର ପାପ କ୍ଷମା ପାଇଁ ମୁଁ ମୋର ଯେଉଁ ରକ୍ତ ଢ଼ାଳି ଦେବାକୁ ଯାଉଛି, ଯାହା ଈଶ୍ୱରଙ୍କ ନୂତନ ବିଧାନକୁ ମୁଦ୍ରାଙ୍କିତ କରେ।


ଏହା ଦେଖି ଶାସ୍ତ୍ରରେ ଲିଖିତ ଏକ ଉକ୍ତି ଶିଷ୍ୟମାନଙ୍କର ମନେ ପଡ଼ିଲା, “ତୁମ ଗୃହ ପ୍ରତି ମୋର ଭକ୍ତି ମୋ’ ଭିତରେ ଅଗ୍ନି ପରି ପ୍ରଜ୍ଜ୍ୱଳିତ ହେଉଛି।”


Swiv nou:

Piblisite


Piblisite