Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:6 - ପବିତ୍ର ବାଇବଲ (CL) NT (BSI)

6 ପାପ ମୋଚନ ନିମନ୍ତେ ତୁମେ ବେଦୀ ଉପରେ ହୋମବଳିରେ କିମ୍ବା ପଶୁବଳିରେ ସନ୍ତୁଷ୍ଟ ନୁହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

6 ହୋମବଳି ଓ ପାପାର୍ଥକ ବଳରେ ତୁମ୍ଭେ ଖୁସୀ ହୁଅ ନାହିଁ। ବଳି ଦ୍ୱାରା ପାପହରଣ କଥାର ମଧ୍ୟ ତୁମ୍ଭେ ଖୁସୀ ନୁହଁ।

Gade chapit la Kopi




ଏବ୍ରୀ 10:6
9 Referans Kwoze  

ତତ୍ପରେ ସ୍ୱର୍ଗରୁ ଐଶୀବାଣୀ ଉଚ୍ଚାରିତ ହେଲା, “ଏହି ମୋର ପ୍ରିୟ ପୁତ୍ର, ତାଙ୍କଠାରେ ମୁଁ ସନ୍ତୁଷ୍ଟ।”


ତୁମଠାରୁ ମୁଁ ପାଇଥିବା ସମସ୍ତ ଦାନ ପାଇଁ ପ୍ରାପ୍ତି ସ୍ୱୀକାର ଜଣାଉଛି। ତାହା ମୋ’ ନିମନ୍ତେ ଯଥେଷ୍ଟରୁ ଅଧିକ ହୋଇଛି। ଏପାଫ୍ରଦିତ୍ଙ୍କ ହାତରେ ତୁମେ ପଠାଇ ଥିବା ଦାନ ମୋର ସମସ୍ତ ଅଭାବ ପୂରଣ କରିଛି। ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ସୁଗନ୍ଧି ନୈବେଦ୍ୟ ଓ ତାଙ୍କ ଗ୍ରହଣଯୋଗ୍ୟ ତଥା ସନ୍ତୋଷଜନକ ବଳିଦାନ ସଦୃଶ।


ଖ୍ରୀଷ୍ଟ ଯେପରି ଆମ୍ଭମାନଙ୍କୁ ପ୍ରେମ କଲେ ଓ ଈଶ୍ୱରଙ୍କର ସନ୍ତୋଷ ନିମନ୍ତେ ନିଜ ଜୀବନକୁ ଆମ ପାଇଁ ସୁଗନ୍ଧି ନୈବେଦ୍ୟ ଓ ବଳି ରୂପେ ଉତ୍ସର୍ଗ କଲେ, ତୁମ୍ଭମାନଙ୍କ ଜୀବନ ମଧ୍ୟ ସେହିପରି ପ୍ରେମ ଦ୍ୱାରା ପରିଚାଳିତ ହେଉ।


କାରଣ ବୃକ୍ଷ ଓ ଛାଗର ରକ୍ତ କଦାପି ପାପ ମୋଚନ କରିପାରେ ନାହିଁ।


Swiv nou:

Piblisite


Piblisite