Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:2 - ପବିତ୍ର ବାଇବଲ (CL) NT (BSI)

2 ପୁରାକାଳର ଲୋକମାନେ ସେମାନଙ୍କ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ସନ୍ତୋଷଭାଜନ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତଦ୍ଦ୍ଵାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ।

Gade chapit la Kopi

ଓଡିଆ ବାଇବେଲ

2 ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ।

Gade chapit la Kopi

ପବିତ୍ର ବାଇବଲ

2 ପ୍ରାଚୀନ କାଳରେ, ଲୋକମାନଙ୍କର ଏହିଭଳି ବିଶ୍ୱାସ ଥିଲା ବୋଲି, ପରମେଶ୍ୱର ସେମାନଙ୍କ ଉପରେ ପ୍ରସନ୍ନ ଥିଲେ।

Gade chapit la Kopi




ଏବ୍ରୀ 11:2
3 Referans Kwoze  

ଏ ସମସ୍ତେ ନିଜ ନିଜର ବିଶ୍ୱାସ ବଳରେ କେତେ କୀର୍ତ୍ତି ରଖି ଯାଇଛନ୍ତି। ତଥାପି ସେମାନେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ଲାଭ କରି ନ ଥିଲେ,


ବିଶ୍ୱାସ ଦ୍ୱାରା ହେବଲ ଈଶ୍ୱରଙ୍କ ଉଦ୍ଦେଶ୍ୟରେ କୟିନଙ୍କ ଅପେପକ୍ଷା ଉତ୍କୃଷ୍ଟର ନୈବେଦ୍ୟ ଉତ୍ସର୍ଗ କରିଥିଲେ। ନିଜ ବିଶ୍ୱାସ ବଳରେ ସେ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗଣ୍ୟ ହୋଇଥିଲେ, କାରଣ ଈଶ୍ୱର ନିଜେ ତାଙ୍କର ନୈବେଦ୍ୟ ଗ୍ରହଣ କରିଥିଲେ। ତାଙ୍କର ବିଶ୍ୱାସ ଯୋଗୁଁ, ହେବଲ ମୃତ ହେଲେ ସୁଦ୍ଧା ଏ ପର୍ଯ୍ୟନ୍ତ କଥା କହୁଛନ୍ତି।


ଅତୀତରେ ଈଶ୍ୱର ବିଭିନ୍ନ ସମୟରେ ଓ ବିଭିନ୍ନ ଉପାୟରେ ଭାବବାଦୀମାନଙ୍କ ଦ୍ୱାରା ଆମ ପିତୃପୁରୁଷମାନଙ୍କୁ ବାର୍ତ୍ତା ଦେଇଥିଲେ।


Swiv nou:

Piblisite


Piblisite