Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:6 - ପବିତ୍ର ବାଇବଲ (CL) NT (BSI)

6 ବିଶ୍ୱାସ ବିନା କେହି ଈଶ୍ୱରଙ୍କ ସନ୍ତୁଷ୍ଟ କରିପାରେ ନାହିଁ, କାରଣ ଯେ ଈଶ୍ୱରଙ୍କ ନିକଟକୁ ଆସେ, ସେ ଈଶ୍ୱର ଯେ ତାଙ୍କର ଅନ୍ୱେଷଣକାରୀମାନଙ୍କର ଆଶା ପୂରଣ କରନ୍ତି, ତାହା ମଧ୍ୟ ବିଶ୍ୱାସ କରିବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ବିଶ୍ଵାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ଵର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ଵେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ଵାସ କରିବା ଆବଶ୍ୟକ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ

6 ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।

Gade chapit la Kopi




ଏବ୍ରୀ 11:6
47 Referans Kwoze  

“ବରଂ ଈଶ୍ୱରଙ୍କ ରାଜ୍ୟ ବିଷୟ ଏବଂ ଈଶ୍ୱର ତୁମଠାରୁ କ’ଣ ଚାହାନ୍ତି, ଏ କଥା ତୁମ ମନରେ ପ୍ରଥମ ସ୍ଥାନ ଦିଅ। ତାହାହେଲେ ସେ ତୁମକୁ ଅନ୍ୟ ସମସ୍ତ ବିଷୟ ଯୋଗାଇ ଦେବେ।


ଏହା ପରିବର୍ତ୍ତେ ତାଙ୍କ ରାଜ୍ୟ ବିଷୟରେ ମନୋଯୋଗୀ ହୁଅ; ତା’ହେଲେ, ସେ ତୁମ୍ଭମାନଙ୍କୁ ଏ ସମସ୍ତ ବିଷୟ ଯୋଗାଇବେ।


ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ।


କିନ୍ତୁ ତାଙ୍କଠାରେ ବିଶ୍ୱାସ ନ କରି ସେମାନେ କିପରି ତାଙ୍କୁ ପ୍ରାର୍ଥନା କରିବେ? ପୁଣି ତାଙ୍କ ବିଷୟରେ ସୁସମାଚାର ନ ଶୁଣି ସେମାନେ କିପରି ବିଶ୍ୱାସ କରିବେ?


ହେ ବିଶ୍ୱାସୀ ଭାଇମାନେ, ସାବଧାନ, ତୁମ୍ଭମାନଙ୍କ ମଧ୍ୟରୁ କାହାରି ହୃଦୟ ଯେପରି ପାପ ଓ ଅବିଶ୍ୱାସରେ ପୂର୍ଣ୍ଣ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ବିମୁଖ ନ ହୁଏ।


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ସତ୍ୟ ଓ ଜୀବନ। ମୋ’ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇପାରିବି ନାହିଁ।


ଏଥିପାଇଁ ତୁମ ବିଶ୍ୱାସ ସହିତ ସଦଗୁଣ; ସଦ୍ଗୁଣ ସହିତ ଜ୍ଞାନ;


ଯେଉଁମାନେ ପ୍ରଥମେ ସୁସମାଚାର ଶୁଣିଥିଲେ, ନିଜର ଅବିଶ୍ୱାସ ହେତୁ ସେହି ବିଶ୍ରାମ ଲାଭ କରିବାକୁ ଅସମର୍ଥ ହୋଇଥିଲେ। ଏବେ, ଅନ୍ୟମାନେ ସେହି ବିଶ୍ରାମ ଲାଭ କରିବାକୁ ସୁଯୋଗ ପାଉଛନ୍ତି;


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା।


ଅତଏବ, ବନ୍ଧୁଗଣ, ସେହି ଦିନର ଅପେକ୍ଷା କରିବା ସମୟରେ ତୁମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ପବିତ୍ର ଓ ନର୍ଦ୍ଦୋଷ ହୋଇ ଶାନ୍ତିରେ ରହିବା ପାଇଁ ଆନ୍ତରକ ଚେଷ୍ଟା କର।


ସେଥିପାଇଁ ମୁଁ କହିଛି, ତୁମେ ତୁମ ପାପରେ ମରିବ। ‘ମୁଁ ସ୍ୱୟଂ’ ସେହି - ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ, ନିଜ ପାପରେ ମରିବ।”


ଅତିଏବ, ହେ ଭାଇମାନେ, ଈଶ୍ୱର ଯେ ତମ୍କୁ ମନୋନୀତ କରି ଆହ୍ୱାନ କରିଛନ୍ତି; ଏହି ଅନୁଭୂତିକୁ ଚିରସ୍ଥାୟୀ କରିବା ପାଇଁ ଅଧିକ ଯତ୍ନଶୀଳ ହୁଅ। ଏହିପରି କଲେ, ତୁମ୍ଭେମାନେ କେବେ ତୁମ ବିଶ୍ୱାସରୁ ବିଚ୍ୟୁତ ହେବ ନାହିଁ।


କାରଣ ମୋଶାପ୍ରଦତ୍ତ ବ୍ୟବସ୍ଥା ଦ୍ୱାରା କୌଣସି ବିଷୟ ପୂର୍ଣ୍ଣତା ଲାଭ କରି ପାରିଲା ନାହିଁ। ବର୍ତ୍ତମାନ ଅମ୍ଭମାନଙ୍କୁ ଏକ ବଳବତ୍ତର ଭରସା ପ୍ରଦତ୍ତ ହୋଇଛି; ସେଥିଦ୍ୱାରା ଆମେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେବା ପାଇଁ ସମର୍ଥ ହୋଇଛୁ।


କାରଣ ସେମାନଙ୍କ ପରି ଆମେ ମଧ୍ୟ ସୁସମାଚାର ଶୁଣିଛୁ। ସେମାନେ ତାହା ଶୁଣି ସୁଦ୍ଧା ବିଶ୍ୱାସରେ ଗ୍ରହଣ କଲେ ନାହିଁ।


କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”


ସେ ମିସର ଦେଶର ସମସ୍ତ ଐଶ୍ୱର୍ଯ୍ୟ ଅପେକ୍ଷା ମସୀହଙ୍କ ନିମନ୍ତେ ଘୃରିତ ହେବା ଶ୍ରେୟସ୍କର ମନେ କରିଥିଲେ, କାରଣ ଭାବବୀ ପୁରସ୍କାର ପ୍ରତି ତାଙ୍କର ଲକ୍ଷ୍ୟ ଥିଲା।


ବିଶ୍ୱାସୀମାନେ ଅଲୌକିକ କାର୍ଯ୍ୟ କରିବାକୁ ଶକ୍ତି ପାଇବେ। ମୋ’ ନାମରେ ସେମାନେ ଭୂତ ଛଡ଼ାଇବେ, ଅଜଣା ଭାଷାରେ କଥା କହିବେ,


ବରଂ ତୁମର ଶତ୍ରୁମାନଙ୍କୁ ପ୍ରେମ କର ଓ ସେମାନଙ୍କର ମଙ୍ଗଳ କର; ପରିଶୋଧର ଆଶା ନ ରଖି ଋଣ ଦିଅ। ତା’ହେଲେ ତୁମ୍ଭେମାନେ ମହାପୁରସ୍କାର ପାଇବ ଓ ପରାତ୍ପର ଈଶ୍ୱରଙ୍କ ସନ୍ତାନ ହେବ। କାରଣ ଅକୃତଜ୍ଞ ଓ ଦୁଷ୍ଟ ଲୋକମାନଙ୍କୁ ମଧ୍ୟ ଈଶ୍ୱର କୃପା କରନ୍ତି।


“ଉପବାସ କଲାବେଳେ ଛଳ ଧାର୍ମିକମାନଙ୍କ ପରି ମୁଖ ମଳିନ କର ନାହିଁ। ସେମାନେ ଉପବାସ କରୁଛନ୍ତି ବୋଲି ଅନ୍ୟମାନଙ୍କୁ ଦେଖାଇବା ପାଇଁ ନିଜ ଚେହେରାକୁ ଅଯତ୍ନ କରି ରଖନ୍ତି। ଏହା ନିଶ୍ଚିତ ଯେ - ସେପରି କରିବା ଦ୍ୱାରା ସେମାନେ ନିଜର ପ୍ରାପ୍ୟ ପାଇ ସାରିଛନ୍ତି।


“ପ୍ରାର୍ଥନା କରିବାବେଳେ ଛଳ ଧାର୍ମିକମାନଙ୍କ ପରି ହୁଅ ନାହିଁ। ସମସ୍ତେ ଯେପରି ଦେଖିପାରିବେ, ସେଥିପାଇଁ ଉପାସନା ଗୃହ ଓ ରାସ୍ତାଛକମାନଙ୍କରେ ଠିଆହୋଇ ସେମାନେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି। ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ ସେମାନେ ନିଜର ପୁରସ୍କାର ପାଇ ସାରିଛନ୍ତି।


ତୁମେ ନିଜକୁ ଧନ୍ୟ ବୋଲି ମନେକର। ଆନନ୍ଦିତ ହୋଇ ଉଲ୍ଲାସ କର, କାରଣ ସ୍ୱର୍ଗରେ ତୁମ ପାଇଁ ମହା ପୁରସ୍କାର ରଖାଯାଇଛି। ମନେରଖ, ତୁମ ପୂର୍ବରୁ ଭାବବାଦୀମାନେ ମଧ୍ୟ ଏହିପରି ନିର୍ଯ୍ୟାତିତ ହୋଇଥିଲେ।


ହଁ ପିତା , ତୁମ ଇଚ୍ଛାନୁଯାୟୀ ଏସବୁ ଘଟି ଯାଉଛି।


Swiv nou:

Piblisite


Piblisite