Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:10 - ପବିତ୍ର ବାଇବଲ (CL) NT (BSI)

10 ଆମ୍ଭମାନଙ୍କର ଯେଉଁ ଦିବ୍ୟ ବେଦୀ ଅଛି, ସେଥିରେ ଥିବା ନୈବେଦ୍ୟ ଭୋଜନ କରିବାକୁ ଇହୁଦୀ ମହାଯାଜକମାନଙ୍କର ଅଧିକାର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେଉଁ ଯଜ୍ଞ ବେଦିର ସାମଗ୍ରୀ ତମ୍ଵୁର ଉପାସକ-ମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ଯଜ୍ଞବେଦି ଅଛି।

Gade chapit la Kopi

ଓଡିଆ ବାଇବେଲ

10 ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭର ବଳିଟିଏ ଅଛି। ପବିତ୍ର ତମ୍ବୁରେ ସେବା କରୁଥିବା ଯାଜକମାନେ ଆମ୍ଭ ବଳିରୁ ଖାଇପାରିବେ ନାହିଁ।

Gade chapit la Kopi




ଏବ୍ରୀ 13:10
7 Referans Kwoze  

ନା, କଦାପି ନୁହେଁ। ମୋର କହିବାର ଅର୍ଥ ହେଉଛି ଯେ, ପ୍ରତିମାପୂଜକମାନେ ଉତ୍ସର୍ଗ କରିଥିବା ବଳି ଈଶ୍ୱରଙ୍କ ଉଦ୍ଦେଶ୍ୟରେ ନୁହେଁ, ତାହା ଶୟତାନ ଉଦ୍ଦେଶ୍ୟରେ ଅର୍ପିତ। ଶୟତାନ ସହିତ ତୁମ୍ଭମାନଙ୍କର କୌଣସି ସମ୍ପର୍କ ରହୁ ବୋଲି ମୁଁ ଚାହେଁ ନାହିଁ।


ତୁମ୍ଭେମାନେ କ’ଣ ଜାଣ ନାହିଁ, ଯେଉଁମାନେ ମନ୍ଦିରରେ କାର୍ଯ୍ୟ କରନ୍ତି, ସେମାନେ ମନ୍ଦିରରୁ ଖାଦ୍ୟ ପାଆନ୍ତି? ବଳି ଉତ୍ସର୍ଗ କରିବା ବ୍ୟକ୍ତି, ବଳିର ଅଂଶ ପାଏ ନାହିଁ କି?


ସେମାନଙ୍କର ଯାଜକୀୟ କାର୍ଯ୍ୟ ବସ୍ଥୁତଃ ସ୍ୱର୍ଗୀୟବିଷୟରେ ଅନୁକରଣ ଓ ଛାୟାମାତ୍ର। ମୋଶାଙ୍କ ସମୟରୁ ଏପରି ହୋଇ ଆସୁଛି। ମୋଶା ଯେତେବେଳେ ଉପାସନା ପାଇଁ ଏକ ତମ୍ବୁ ନିର୍ମାଣ କରିବାକୁ ଯାଉଥିଲେ, ଈଶ୍ୱର ତାଙ୍କୁ କହିଥିଲେ, “ଦେଖ, ପବିର୍ତ ଉପରେ ତୁମକୁ ଯେଉଁ ନମୁନା ଦେଖାଇ ଦିଆଯାଇଛି ଅବିକଳ ସେହି ଅନୁସାରେ ସମସ୍ତ ବିଷୟ ନିର୍ମାଣ କର।”


Swiv nou:

Piblisite


Piblisite