ଏବ୍ରୀ 13:2 - ପବିତ୍ର ବାଇବଲ (CL) NT (BSI)2 ଏହା କରିବା ଦ୍ୱାରା କେହି କେହି ଅଜାଣତରେ ସ୍ୱର୍ଗଦୂତମାନଙ୍କର ଆତିଥ୍ୟ କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି। Gade chapit laଓଡିଆ ବାଇବେଲ2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି। Gade chapit laପବିତ୍ର ବାଇବଲ2 ନିଜ ଘରେ ସ୍ୱାଗତ ଜଣାଇ ସର୍ବଦା ଲୋକଙ୍କୁ ସାହାଯ୍ୟ କରିବା କଥା ମନେରଖ। କେତେବେଳେ ଏହିପରି କରି ଅଜଣାତରେ ସ୍ୱର୍ଗଦୂତମାନଙ୍କୁ ସାହାଯ୍ୟ କରିଛନ୍ତି। Gade chapit la |