Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:12 - ପବିତ୍ର ବାଇବଲ (CL) NT (BSI)

12 ସେ ଈଶ୍ୱରଙ୍କୁ କହିଛନ୍ତି: “ହେ ଈଶ୍ୱର, ମୁଁ ତୁମର ସମସ୍ତ କାର୍ଯ୍ୟ ମୋର ଭାଇମାନଙ୍କୁ ଜଣାଇବି। ମୁଁ ସେମାନଙ୍କ ସମାବେଶରେ ତୁମର ପ୍ରଶଂସା ଗାନ କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେପରି ସେ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”

Gade chapit la Kopi

ଓଡିଆ ବାଇବେଲ

12 ଯେପରି ସେ କହନ୍ତି, "ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,''

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”

Gade chapit la Kopi

ପବିତ୍ର ବାଇବଲ

12 ଯୀଶୁ କୁହନ୍ତି: “ହେ ପରମେଶ୍ୱର, ମୁଁ ମୋର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟରେ କହିବି। ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗରେ, ମୁଁ ତୁମ୍ଭର ପ୍ରଶଂସା ପାଇବି।”

Gade chapit la Kopi




ଏବ୍ରୀ 2:12
6 Referans Kwoze  

ଯୀଶୁ ଉତ୍ତର ଦେଇ କହିଲେ, “ମୁଁ ସବୁବେଳେ ସମସ୍ତଙ୍କ ନିକଟରେ ପ୍ରକାଶ୍ୟଭାବେ ଶିକ୍ଷା ଦେଇଛି। ମନ୍ଦିର ଓ ଉପାସନା ଗୃହମାନଙ୍କରେ, ଲୋକମାନେ ସମବେତ ହୋଇଥିବାବେଳେ ମୁଁ କଥା ମୁଁ ଗୋପନରେ କହି ନାହିଁ।


ଈଶ୍ୱରଙ୍କ ଯେଉଁ ପ୍ରଥମ ଜାତ ସନ୍ତାନମାନଙ୍କର ନାମ ସ୍ୱର୍ଗରେ ଲିକିତ ହୋଇଛି, ତୁମ୍ଭେମାନେ ସେହିମାନଙ୍କର ଆନନ୍ଦୋତ୍ସବକୁ ଅସିଛ। ସମଗ୍ର ମାନବ ଜାତିର ବିଚାରକ ଈଶ୍ୱରଙ୍କ ନିକଟକୁ ଏବଂ ସିଦ୍ଧିପ୍ରାପ୍ତ ଧାର୍ମିକ ମନୁଷ୍ୟମାନଙ୍କର ଆତ୍ମାମାନଙ୍କ ନିକଟକୁ ତୁମ୍ଭେମାନେ ଆସିଛ।


Swiv nou:

Piblisite


Piblisite