Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:2 - ପବିତ୍ର ବାଇବଲ (CL) NT (BSI)

2 ଆମ ପୂର୍ବପୁରୁଷମାନଙ୍କୁ ସ୍ୱର୍ଗଦୂତମାନେ ଯେଉଁ ବାର୍ତ୍ତା ପ୍ରଦାନ କରିଛନ୍ତି, ତାହା ସତ୍ୟ ବୋଲି ପ୍ରମାଣିତ ହୋଇଛି, ଯେଉଁମାନେ ତାହାକୁ ଅବଜ୍ଞା କରି ପାଳନ କରି ନାହାଁନ୍ତି, ସେମାନେ ସୁମୁଚିତ ଦଣ୍ଡ ପାଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ଦୂତମାନଙ୍କ ଦ୍ଵାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ପ୍ରତିଶୋଧ ପାଇଲା,

Gade chapit la Kopi

ଓଡିଆ ବାଇବେଲ

2 କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,

Gade chapit la Kopi

ପବିତ୍ର ବାଇବଲ

2 ସ୍ୱର୍ଗଦୂତମାନଙ୍କ ମାଧ୍ୟମରେ ପରମେଶ୍ୱର କହିଥିବା ଶିକ୍ଷା ସତ୍ୟ ବୋଲି ଦେଖାଇ ଦିଆଗଲା। ପ୍ରତ୍ୟେକ ଥର ଯିହୂଦୀମାନେ ତାହାର ବିରୁଦ୍ଧାଚରଣ କରି ଦଣ୍ଡ ପାଇଥିଲେ। ଯେତେବେଳେ ସେହି ଶିକ୍ଷାକୁ ସେମାନେ ଅବମାନନା କଲେ, ସେମାନେ ଦଣ୍ଡିତ ହେଲେ।

Gade chapit la Kopi




ଏବ୍ରୀ 2:2
29 Referans Kwoze  

ବର୍ତ୍ତମାନ ତୁମ୍ଭେମାନେ ତାଙ୍କ ପ୍ରତି ବିଶ୍ୱାସଘାତକତା କରି ତାଙ୍କୁ ହତ୍ୟା କରିଛ। ତୁମ୍ଭେମାନେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ପ୍ରଦତ୍ତ ଈଶ୍ୱରଙ୍କ ବିଧିବିଧାନ ସବୁ ପାଇଛ - ତଥାପି ତାହା ପାଳନ କରି ନାହଁ।”


ତେବେ ବ୍ୟବସ୍ଥା କାହିଁକି ପ୍ରଦତ୍ତ ହେଲା? ମନୁଷ୍ୟର ଅସତ୍ କାର୍ଯ୍ୟ ସବ ଦର୍ଶାଇ ଦେବା ତାହାର ଉଦ୍ଦେଶ୍ୟ ଥିଲା ଏବଂ ଅବ୍ରାହାମଙ୍କର ଯେଉଁ ବଂଶଧରଙ୍କୁ ଲକ୍ଷ୍ୟ କରି ଈଶ୍ୱର ଉକ୍ତ ପ୍ରତିଜ୍ଞା କରିଥିଲେ, ସେହି ବ୍ୟକ୍ତିଙ୍କର ଆଗମନ ପର୍ଯ୍ୟନ୍ତ ବ୍ୟବସ୍ଥାର ଆବଶ୍ୟକତା ଥିଲା। ଜଣେ ମନୁଷ୍ୟର ମଧ୍ୟସ୍ଥତାରେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା।


କେହି ଯଦି ମୋଶାଙ୍କ ବ୍ୟବସ୍ଥା ଅମାନ୍ୟ କରେ ଧ ଦୁଇ ବା ତତୋଧବକ ସାକ୍ଷୀଙ୍କର ସାକ୍ଷୀ ଦ୍ୱାରା ସେ ଦୋଷୀ ସାବ୍ୟସ୍ତ ହୁଏ, ତେବେ ତାହାକୁ ଦୟା ପ୍ରଦର୍ଶନ ନ କରି ମୃତ୍ୟୁଦଣ୍ଡ ଦିଆଯାଏ।


ଏକଦା ଈଶ୍ରାଲୀୟମାନଙ୍କୁ ଈଶ୍ୱର କିପରି ମିସର ଦେଶରୁ ଉଦ୍ଧାର କରି ଆଣିଥିଲେ, କିନ୍ତୁ ପରେ ସେମାନଙ୍କ ମଧ୍ୟରେ ଥିବା ଅବିଶ୍ୱାସୀମାନଙ୍କୁ ବିନଷ୍ଟ କରିଥିଲେ, ତୁମେ ଏ ସବୁ କଥା ଜାଣିଥଲେ ସୁଦ୍ଧା; ତାହା ମୁଁ ତୁମକୁ ସ୍ମରଣ କରାଇ ଦେବାକୁ ଚାହେଁ।


ସେ ମିସର ଦେଶର ସମସ୍ତ ଐଶ୍ୱର୍ଯ୍ୟ ଅପେକ୍ଷା ମସୀହଙ୍କ ନିମନ୍ତେ ଘୃରିତ ହେବା ଶ୍ରେୟସ୍କର ମନେ କରିଥିଲେ, କାରଣ ଭାବବୀ ପୁରସ୍କାର ପ୍ରତି ତାଙ୍କର ଲକ୍ଷ୍ୟ ଥିଲା।


ତେଣୁ ସାହସ ହରାଅ ନାହିଁ, କାଣ ସତ୍ସାହସର ମହାପୁରସ୍କାର ଅଛି।


ବିଶ୍ୱାସ ବିନା କେହି ଈଶ୍ୱରଙ୍କ ସନ୍ତୁଷ୍ଟ କରିପାରେ ନାହିଁ, କାରଣ ଯେ ଈଶ୍ୱରଙ୍କ ନିକଟକୁ ଆସେ, ସେ ଈଶ୍ୱର ଯେ ତାଙ୍କର ଅନ୍ୱେଷଣକାରୀମାନଙ୍କର ଆଶା ପୂରଣ କରନ୍ତି, ତାହା ମଧ୍ୟ ବିଶ୍ୱାସ କରିବା ଆବଶ୍ୟକ।


ଅତୀତରେ ଈଶ୍ୱର ବିଭିନ୍ନ ସମୟରେ ଓ ବିଭିନ୍ନ ଉପାୟରେ ଭାବବାଦୀମାନଙ୍କ ଦ୍ୱାରା ଆମ ପିତୃପୁରୁଷମାନଙ୍କୁ ବାର୍ତ୍ତା ଦେଇଥିଲେ।


ଅତଏବ, ସାବଧାନ, ତାହାଙ୍କର କଥାକୁ ଅବଜ୍ଞା କର ନାହିଁ। ସ୍ୱର୍ଗରୁ ବାର୍ତ୍ତା ନେଇ ଆସି ପୃଥିବୀରେ ତାହାକୁ ପରିବେଷଣ କରିଥିବା ବ୍ୟକ୍ତିଙ୍କ ପ୍ରତି ଯେଉଁମାନେ କର୍ଣ୍ଣପାତ କଲେ ନାହିଁ, ସେମାନେ କେହି ରକ୍ଷା ପାଇ ନାହିଁନ୍ତି। ତା’ହେଲେ, ଏବେ ଯେ ସ୍ୱର୍ଗରେ ଥାଇ କଥା କହିଛନ୍ତି, ତାଙ୍କୁ ଉପେକ୍ଷା କଲେ ଆମେ କଅଣ ତ୍ରାହି ପାଇ ପାରିବା?


ତେଣୁ ଭାବବାଦୀମାନଙ୍କ ଦ୍ୱରା ପ୍ରଚାରି ବାର୍ତ୍ତାରେ ଆମ ବିଶ୍ୱାସ ଅଧିକ ଦୃଢ଼ ହୋଇଛି। ସେଥିପ୍ରତି ତୁମ୍ଭେମାନେ ମଧ୍ୟ ମନୋଯୋଗୀ ହେବା ଉଚିତ, କାରଣ ତାହା ଅନ୍ଧକାରରେ ଏକ ପ୍ରଦୀପ ତୁଲ୍ୟ। ପ୍ରତ୍ୟୁଷରେ ପ୍ରଭାତୀ ତାରାର ଆଲୋକ ତୁମ ହୃଦୟରେ ପ୍ରବେଶ କରିବା ପର୍ଯ୍ୟନ୍ତ ଏହା ପ୍ରଜ୍ୱଳିତ ହୋଇ ରହିଥିବ।


Swiv nou:

Piblisite


Piblisite