Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:7 - ପବିତ୍ର ବାଇବଲ (CL) NT (BSI)

7 ତୁମେ ତାକୁ କ୍ଷଣକାଳ ପାଇଁ ସ୍ୱର୍ଗଦୂତମାନଙ୍କଠାରୁ ଅଳ୍ପ ମାତ୍ର ନ୍ୟୁନ କରି ରଖିଛ, ତୁମେ ତାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୁଷିତ କରିଛ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭେ ସ୍ୱର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ୟୁନ କରିଅଛ? ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,

Gade chapit la Kopi




ଏବ୍ରୀ 2:7
7 Referans Kwoze  

କେତେ ଜଣ ଗୌରବ, ସମ୍ମାନ ଓ ଅମରତ୍ୱ ପ୍ରାପ୍ତି ଆଶାରେ ଧୈର୍ଯ୍ୟର ସହିତ ସତ୍‍କର୍ମ କରି ଯାଆନ୍ତି, ସେମାନଙ୍କୁ ଈଶ୍ୱର ଅନନ୍ତ ଜୀବନ ପ୍ରଦାନ କରିବେ।


କିନ୍ତୁ ଯେଉଁମାନେ ସତ୍‍କର୍ମ କରୁଥାଆନ୍ତି, ସେମାନେ ଇହୁଦୀ ହୁଅନ୍ତୁ, ଅଣଇହୁଦୀ ହୁଅନ୍ତୁ, ସେମାନଙ୍କୁ ଈଶ୍ୱର ସମ୍ମାନ, ଗୌରବ ଓ ଶାନ୍ତି ପ୍ରଦାନ କରିବେ।


ସମଗ୍ର ବିଶ୍ୱ ଜଗତର ଅଦୃଶ୍ୟ, ଅବିନଶ୍ୱର, ଚିରନ୍ତନ ରାଜା, ଏକମାତ୍ର ଈଶ୍ୱର ଯୁଗେ ଯୁଗେ ସମ୍ମାନିତ ଓ ମହିମାନ୍ୱିତ ହୁଅନ୍ତୁ।


କିନ୍ତୁ ଆମେ ଦେଖୁଛୁ, କିପରି ଯୀଶୁ କ୍ଷଣକାଳ ପାଇଁ ସ୍ୱର୍ଗଦୂତମାନଙ୍କଠାରୁ ଅଳ୍ପ ନ୍ୟୁନ କରାଯାଇଥିଲେ, ଯେପରି କି ଈଶ୍ୱରଙ୍କ ଅନୁଗ୍ରହରୁ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁ ଭୋଗ କରିବେ। ତାଙ୍ମକର ଦେହି ମୃତ୍ୟଭୋଗ ଯୋଗୁଁ ଆମେ ତାଙ୍କୁ ବର୍ତ୍ତମାନ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ ହୋଇଥିବା ଦେ୍ୁଛୁ।


Swiv nou:

Piblisite


Piblisite