Biblia Todo Logo
Bib sou entènèt

- Piblisite -




ଏବ୍ରୀ 3:11 - ପବିତ୍ର ବାଇବଲ (CL) NT (BSI)

11 ମୁଁ କ୍ରୋଧରେ ଶପଥ କଲି, ‘ମୁଁ ଯେଉଁ ଦେଶରେ ସେମାନେଙ୍କୁ ବିଶ୍ରାମ ଦେଇଥାନ୍ତି, ସେହି ଦେଶରେ ସେମାନେ ଆଦୌ ପ୍ରବେଶ କରିପାରିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

11 ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

11 ଅତଏବ ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି, ‘ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ।’”

Gade chapit la Kopi




ଏବ୍ରୀ 3:11
13 Referans Kwoze  

କିନ୍ତୁ ଆମ ମଧ୍ୟରୁ ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ହିଁ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଶ୍ରାମ ଲାଭ କରିବେ, କାରଣ ଈଶ୍ୱର କହିଛନ୍ତି, “ମୁଁ କ୍ରୋଧନ୍ୱିତ ହୋଇ ଶପଥ କଲି: ସେମାନେ ମୋର ବିଶ୍ରାମରେ ପ୍ରବେଶ କରିବେ ନାହିଁ।” ଜଗତରେ ସୃଷ୍ଟି ସମୟରୁ ତାଙ୍କର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ସୁଦ୍ଧା ଈଶ୍ୱର ଏ କଥା କହିଥିଲେ।


ଅତଏବ ଏହା ସୁସ୍ପଷ୍ଟ ଯେ, ସପ୍ତମ ଦିନରେ ଈଶ୍ୱର ବିଶ୍ରାମ କରିବା ପରି, ତାଙ୍କ ଲୋକମାନଙ୍କ ନିମନ୍ତେ ଏକ ବିଶ୍ରାମର ସମୟ ରଖାଯାଇଛି।


ପୁଣି ଏ ସର୍ମ୍ପକରେ ଅନ୍ୟତ୍ର ଉଲ୍ଲେଖ ଅଛି, “ସେମାନେ ମୋର ବିଶ୍ରାମରେ କଦାପି ପ୍ରବେଶ କରି ପାରିବେ ନାହିଁ”


Swiv nou:

Piblisite


Piblisite