Biblia Todo Logo
Bib sou entènèt

- Piblisite -




ଏବ୍ରୀ 3:4 - ପବିତ୍ର ବାଇବଲ (CL) NT (BSI)

4 ପ୍ରତ୍ୟେକ ଗୃହ କୌଣସି ନା କୌଣସି ମନୁଷ୍ୟ ଦ୍ୱାରା ନିର୍ମତ, କିନ୍ତୁ ଈଶ୍ୱର ସମସ୍ତ ବିଷୟରେ ନିର୍ମାତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ଵାରା ସ୍ଥାପିତ, କିନ୍ତୁ ସମସ୍ତ ବିଷୟର ଯେ ସ୍ଥାପନକର୍ତ୍ତା, ସେ ଈଶ୍ଵର।

Gade chapit la Kopi

ଓଡିଆ ବାଇବେଲ

4 ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ୱର ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ବର।

Gade chapit la Kopi

ପବିତ୍ର ବାଇବଲ

4 ପ୍ରତ୍ୟେକ ଘର କୌଣସି ଲୋକ ଦ୍ୱାରା ନିର୍ମିତ।

Gade chapit la Kopi




ଏବ୍ରୀ 3:4
5 Referans Kwoze  

ଗୃହ ଅପେକ୍ଷା ଗୃହନିର୍ମାତାକୁ ଅଧିକ ସମ୍ମାନ ଦିଆଯାଏ। ସେହିପରି ମୋଶାଙ୍କ ଅପେକ୍ଷା ଯୀଶୁ ଅଧିକ ସମ୍ମାନ ପାଇବାକୁ ଯୋଗ୍ୟ।


କିନ୍ତୁ ଏହି ଶେଷ କାଳରେ ସେ ଆପଣା ପୁତ୍ରଙ୍କ ଦ୍ୱାରା ଆମ ସଙ୍ଗେ କଥା କହିଛନ୍ତି। ସେହି ପୁତ୍ରଙ୍କ ଦ୍ୱାରା ହିଁ ଈଶ୍ବର ବିଶ୍ୱଜଗତ ସୃଷ୍ଟି କଲେ ଏବଂ ଶେଷରେ ସମସ୍ତ ବିଷୟରେ ଅଧିକାରୀ ହେବାକୁ ସେ ତାଙ୍କୁ ମନୋନୀତ କରିଛନ୍ତି।


ସେବକ ଭାବରେ ମୋଶା ଈଶ୍ୱରଙ୍କ ଗୃହରେ ବିଶ୍ୱସ୍ତଭାବେ କାର୍ଯ୍ୟ କରିଥିଲେ ଏବଂ ଯେଉଁସବୁ ବିଷୟ ଈଶ୍ୱର ଭବିଷ୍ୟତରେ ଜଣାଇବାକୁ ଇଚ୍ଛା କରିଥିଲେ, ସେ ସର୍ମ୍ପକରେ ମୋଶା ସୂଚନା ଦେଇଥିଲେ।


Swiv nou:

Piblisite


Piblisite