Biblia Todo Logo
Bib sou entènèt

- Piblisite -




ଏବ୍ରୀ 3:9 - ପବିତ୍ର ବାଇବଲ (CL) NT (BSI)

9 ଈଶ୍ୱର କହନ୍ତି, ସେଠାରେ ସେମାନେ ମୋର ଶକ୍ତି ଓ ଧୈର୍ଯ୍ୟ ପରୀକ୍ଷା କଲେ, ଅଥଚ ଚାଲିଷ ବର୍ଷ ପର୍ଯ୍ୟନ୍ତ ମୁଁ ଯେଉଁସବୁ କାର୍ଯ୍ୟ କରିଥିଲି, ତାହା ସେମାନେ ଦେଖିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

9 ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।”

Gade chapit la Kopi

ପବିତ୍ର ବାଇବଲ

9 ଗ୍ଭଳିଶ୍ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମୋର କାର୍ଯ୍ୟ ଗୁଡ଼ିକ ଦେଖିଲେ। ତଥାପି ସେମାନେ ମୋ’ ଧୈର୍ଯ୍ୟର ପରୀକ୍ଷା ନେଲେ।

Gade chapit la Kopi




ଏବ୍ରୀ 3:9
17 Referans Kwoze  

ସେ ମିଶରରେ ଓ ଲୋହିତ ସାଗରରେ ବହୁ ଆଶ୍ଚର୍ଯ୍ୟକର୍ମ ସାଧନ କରି ଲୋକମାନଙ୍କୁ ମିସରରୁ ବାହାର କରି ଆଣ, ଚାଳିବ ବର୍ଷ ପର୍ଯ୍ୟନ୍ତ ମରୁପ୍ରାନ୍ତରରେ ସେମାନଙ୍କୁ ବାଟ କଢ଼ାଇ ନେଲେ।


କିନ୍ତୁ ଗୁଣିଆ ଏଲୀମାସ (ଏହା ତାହାର ଗ୍ରୀକ୍ ନାମ) ସେମାନଙ୍କୁ ବାଧା ଦେଲା, କାରଣ ସେ ଶାସନକର୍ତ୍ତାଙ୍କୁ ଖ୍ରୀଷ୍ଟ ବିଶ୍ୱାସ ପ୍ରତି ବିମୁଖ କରି ରଖିବାକୁ ଚାହୁଁଥିଲା।


ସେ ଯୋହନଙ୍କଠାରୁ ଖବର ଆଣିଥିବା ଲୋକଙ୍କୁ ଉତ୍ତର ଦେଲେ, “ଫେରି ଯାଇ ତୁମ୍ଭେମାନେ ଯାହା ଦେଖିଛ ଓ ଶୁଣିଛ, ତାହା ଯୋହନଙ୍କୁ କୁହ: ଅନ୍ଧମାନେ ଦେଖିପାରୁଛନ୍ତି, ଖଞ୍ଜମାନେ ଚାଲି ପାରୁଛନ୍ତି, କୁଷ୍ଠରୋଗୀମାନେ ସୁସ୍ଥ ହେଉଛନ୍ତି, ବଧିରମାନେ ଶୁଣି ପାରୁଛନ୍ତି, ମୃତମାନେ ଜୀବନ ପାଉଛନ୍ତି ଓ ଦରିଦ୍ରମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରାଯାଉଛି।


Swiv nou:

Piblisite


Piblisite