Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:6 - ପବିତ୍ର ବାଇବଲ (CL) NT (BSI)

6 ଯେଉଁମାନେ ପ୍ରଥମେ ସୁସମାଚାର ଶୁଣିଥିଲେ, ନିଜର ଅବିଶ୍ୱାସ ହେତୁ ସେହି ବିଶ୍ରାମ ଲାଭ କରିବାକୁ ଅସମର୍ଥ ହୋଇଥିଲେ। ଏବେ, ଅନ୍ୟମାନେ ସେହି ବିଶ୍ରାମ ଲାଭ କରିବାକୁ ସୁଯୋଗ ପାଉଛନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର ଏବ୍ରୀ. ୩:୧୮,୧୯

Gade chapit la Kopi

ଓଡିଆ ବାଇବେଲ

6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର

Gade chapit la Kopi

ପବିତ୍ର ବାଇବଲ

6 ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଗ୍ଭର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ଯୋଗୁଁ ସେମାନେ ବିଶ୍ରାମସ୍ଥଳରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ୟ କେବେ ଲୋକ ପରମେଶ୍ୱରଙ୍କ ବିଶ୍ରାମସ୍ଥଳରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ୱର ଆଉ ଗୋଟିଏ ବିଶେଷ ଦିନ ଅର୍ଥାତ୍ ‘ଆଜିଦିନ’ ନିରୂପଣ କଲେ।

Gade chapit la Kopi




ଏବ୍ରୀ 4:6
14 Referans Kwoze  

ଯୀଶୁ ପୁଣି କହିଲେ, “ତେଣୁ ତୁମ୍ଭମାନଙ୍କୁ କହୁଛି, ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅଧିକାର ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ ଏବଂ ଯେଉଁ ଗୋଷ୍ଠୀ ଏହି ରାଜ୍ୟର ସୁଫଳ ଦେଖାଇ ପାରିବେ, ସେମାନଙ୍କୁ ତାହା ଦିଆଯିବ।”


କାରଣ ସେମାନଙ୍କ ପରି ଆମେ ମଧ୍ୟ ସୁସମାଚାର ଶୁଣିଛୁ। ସେମାନେ ତାହା ଶୁଣି ସୁଦ୍ଧା ବିଶ୍ୱାସରେ ଗ୍ରହଣ କଲେ ନାହିଁ।


ଉପସଂହାରରେ ପାଉଲ କହିଲେ, “ସୁତରାଂ ତୁମ୍ଭେମାନେ ଜାଣି ରଖ, ପରିତ୍ରାଣ ପାଇଁ ଈଶ୍ୱରଙ୍କ ଶୁଭବାର୍ତ୍ତା ଅଣଇହୁଦୀମାନଙ୍କ ନିକଟକୁ ପଠାଯାଇଛି। ସେମାନେ ତା’ ଶୁଣିବେ।’


ଅତଏବ ଏହା ସୁସ୍ପଷ୍ଟ ଯେ, ସପ୍ତମ ଦିନରେ ଈଶ୍ୱର ବିଶ୍ରାମ କରିବା ପରି, ତାଙ୍କ ଲୋକମାନଙ୍କ ନିମନ୍ତେ ଏକ ବିଶ୍ରାମର ସମୟ ରଖାଯାଇଛି।


ଆଦ୍ୟରୁ ଧର୍ମଶାସ୍ତ୍ରରେ ସୂଚୀତ ହୋଇଛି ଯେ, ବିଶ୍ୱାସ ଦ୍ୱାରା ଈଶ୍ୱର ଅଣଇହୁଦୀମାନଙ୍କୁ ଧାର୍ମିକ ବୋଲି ବିବେଚନା କରିବେ। “ତୁମ ଦ୍ୱାରା ଈଶ୍ୱର ପୃଥିବୀର ସମସ୍ତ ଲୋକଙ୍କୁ ଆଶୀର୍ବାଦ କରିବେ” ଏହି ବାର୍ତ୍ତା ପ୍ରଥମେ ଅବ୍ରହାମଙ୍କ ନିକଟରେ ପ୍ରଚାର କରାଯାଇଥିଲା।


ଭାଇମାନେ, ମୁଁ ଏହି କଥା କହିବାକୁ ଇଚ୍ଛା କରୁଛି ଯେ, କାଳ ସନ୍ନିକଟ। ଆଜିଠାରୁ ବିବାହିତମାନେ ଅବିବାହିତଙ୍କ ପରି ଜୀବନ ଯାପନ କରନ୍ତୁ।


ଅତଏବବ ଆମ ମଧ୍ୟରୁ କେହି ଯେପରି ନିଜର ଅବିଶ୍ୱାସ ହେତୁ ସେହି ଲୋକମାନଙ୍କ ପରି ଉକ୍ତ ବିଶ୍ରାମରୁ ବଞ୍ଚିତ ନ ହୁଏ, ଏଥପାଇଁ ଯଥାସାଧ୍ୟ ଉଦ୍ୟମ କରିବା।


Swiv nou:

Piblisite


Piblisite