Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:9 - ପବିତ୍ର ବାଇବଲ (CL) NT (BSI)

9 ଅତଏବ ଏହା ସୁସ୍ପଷ୍ଟ ଯେ, ସପ୍ତମ ଦିନରେ ଈଶ୍ୱର ବିଶ୍ରାମ କରିବା ପରି, ତାଙ୍କ ଲୋକମାନଙ୍କ ନିମନ୍ତେ ଏକ ବିଶ୍ରାମର ସମୟ ରଖାଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅତଏବ ଈଶ୍ଵରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।

Gade chapit la Kopi

ଓଡିଆ ବାଇବେଲ

9 ଅତଏବ ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।

Gade chapit la Kopi

ପବିତ୍ର ବାଇବଲ

9 ଏହା ପ୍ରମାଣିତ କରେ ଯେ, ପରମେଶ୍ୱରଙ୍କ ଲୋକମାନଙ୍କ ଲାଗି ସପ୍ତମ ଦିନର ବିଶ୍ରାମ ଭୋଗିବାର ବାକି ଅଛି।

Gade chapit la Kopi




ଏବ୍ରୀ 4:9
17 Referans Kwoze  

ପୂର୍ବେ ତୁମ୍ଭମାନେ ଈଶ୍ୱରଙ୍କ ଦୟା ସମ୍ବନ୍ଧରେ ଅଜ୍ଞ ଥିଲ, ର୍ବତ୍ତମାନ ତାଙ୍କ ଦୟାର ପାତ୍ର ହୋଇଛ।


ସେ ସେମାନଙ୍କ ଚକ୍ଷୁର ଲୋତକ ସବୁ ପୋଛି ଦେବେ। ମୃତ୍ୟୁ, ଶୋକ, କ୍ରନ୍ଦନ କିଅବା ବ୍ୟଥା, ଆଉ କିଛି ରହିବ ନାହିଁ। ସମସ୍ତ ପୁରାତନ ବିଷୟ ଲୋପ ପାଇଛି।”


କିନ୍ତୁ ଆମ ମଧ୍ୟରୁ ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ହିଁ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଶ୍ରାମ ଲାଭ କରିବେ, କାରଣ ଈଶ୍ୱର କହିଛନ୍ତି, “ମୁଁ କ୍ରୋଧନ୍ୱିତ ହୋଇ ଶପଥ କଲି: ସେମାନେ ମୋର ବିଶ୍ରାମରେ ପ୍ରବେଶ କରିବେ ନାହିଁ।” ଜଗତରେ ସୃଷ୍ଟି ସମୟରୁ ତାଙ୍କର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ସୁଦ୍ଧା ଈଶ୍ୱର ଏ କଥା କହିଥିଲେ।


ଆମ୍ଭମାନଙ୍କୁ ଯେଉଁ ବିଶ୍ରାମ ଦେବେ ବୋଲି ଈଶ୍ୱର କହିଥିଲେ, ତାହା ଆମେ ପାଇ ପାରିବୁ ବୋଲି କେହି ଯେପରି ବଞ୍ଚିତ ନ ହୁଅ, ଏଥିପାଇଁ ସଜାଗ ରୁହ।


ପାପରେ ଲିପ୍ତ ରହି କିଛି କାଳ ଜୀବନ ଉପଭୋଗ କରିବା ଅପେକ୍ଷା ଈଶ୍ୱରଙ୍କ ଲୋକମାନଙ୍କ ସହିତ ଦୁଃଖ ଭୋଗ କରିବାକୁ ସେ ପସନ୍ଦ କରିଥିଲେ।


ମୁଁ କ୍ରୋଧରେ ଶପଥ କଲି, ‘ମୁଁ ଯେଉଁ ଦେଶରେ ସେମାନେଙ୍କୁ ବିଶ୍ରାମ ଦେଇଥାନ୍ତି, ସେହି ଦେଶରେ ସେମାନେ ଆଦୌ ପ୍ରବେଶ କରିପାରିବେ ନାହିଁ।”


ଆମ୍ଭମାନଙ୍କୁ ସବୁ ଦୁଷ୍କର୍ମରୁ ନିବୃତ୍ତ କରାଇ ସତ୍କର୍ମ ପ୍ରତି ଆଗ୍ରହ ଜନ୍ମାଇବାକୁ ଯୀଶୁ ଖ୍ରୀଷ୍ଟ ଆତ୍ମବଳିଦାନ କରିଛନ୍ତି। ଏହା ଦ୍ୱାରା ଆମ୍ଭେମାନେ ଶୁଦ୍ଧପୂତ ହୋଇ ତାଙ୍କର ନିଜ ଲୋକ ହେବା ପାଇଁ ସୁଯୋଗ ପାଇଛୁ।


ତାଙ୍କର ଗୋଟିଏ ପୁତ୍ର ଜାତ ହେବ। ତାଙ୍କ ନାମ ‘ଯୀଶୁ’ ରଖିବ, କାରଣ ସେ ନିଜ ଲୋକମାନଙ୍କୁ ପାପରୁ ରକ୍ଷା କରିବେ।”


ଯଦି ଯିହୋଶୂୟ ଲୋକମାନଙ୍କୁ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଶ୍ରାମ ଦେଇ ପାରିଥାନ୍ତେ, ତେବେ ଈଶ୍ୱର ପରେ ଅନ୍ୟ ଏକ ଦିନ କଥା ଉଲ୍ଲେଖ କରି ନ ଥା’ନ୍ତେ।


ଈଶ୍ୱର ଯେପରି ଆପଣା କାର୍ଯ୍ୟରୁ ହେଲାଣି, ଅଥଚ ଏବେ ସୁଦ୍ଧା ଈଶ୍ୱରଙ୍କ ବାଣୀର ପ୍ରଥମିକ ତତ୍ତ୍ୱଗୁଡ଼ିକ ତୁମମାନଙ୍କୁ ଶିକ୍ଷଶ ଦେବାକୁ ବିଶ୍ରାମ କଲେ, ଯେ କେହି ତାଙ୍କ ‘ପ୍ରତିଜ୍ଞାତ ବିଶ୍ରାମକୁ ‘ଗ୍ରହଣ କରେ, ସେ ମଧ୍ୟ ନିଜର କର୍ମ କ୍ଳାନ୍ତିରୁ ବିଶ୍ରାମକୁ’ ଗ୍ରହଣ କରେ, ସେ ମଧ୍ୟ ନିଜର କର୍ମ କ୍ଳାନ୍ତିରୁ ବିଶ୍ରାମ ପାଇବ।


ଅନନ୍ତର ମୁଁ ଶୁଣିଲି, ସ୍ୱର୍ଗରୁ ଏକ ବାଣୀ ଉଚ୍ଚାରିତ ହେଉଛି: “ଏହି କଥା ଲେଖ: ଯେଉଁମାନେ ଏଣିକି ପ୍ରଭୁଙ୍କ ସେବା କରି ମୃତ୍ୟୁବରଣ କରିବେ, ସେମାନେ ଧନ୍ୟ।” ପୁଣି ମୁଁ ଶୁଣିଲି, ପରମାତ୍ମା କହୁଛନ୍ତି, “ଏହା ନିଶ୍ଚୟ ଘଟିବ। କଠିନ ପରିଶ୍ରମ ସହ ସେବାର ଫଳ ସ୍ୱରୂପ, ସେମାନେ ବିଶ୍ରାମ ଉପଭୋଗ କରିବେ।”


Swiv nou:

Piblisite


Piblisite