Biblia Todo Logo
Bib sou entènèt

- Piblisite -




ଏବ୍ରୀ 5:10 - ପବିତ୍ର ବାଇବଲ (CL) NT (BSI)

10 ପୁଣି ସେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ସ୍ୱରୂପ ମହାଯାଗକ ହେଲେ ବୋଲି ଈଶ୍ୱର ଘୋଷଣା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହେତୁ ସେ ଈଶ୍ଵରଙ୍କ କର୍ତ୍ତୃକ ମଲ୍‍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

10 ଏହେତୁ ସେ ଈଶ୍ୱରଙ୍କ କର୍ତ୍ତୃକ ମଲ୍‍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍‍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

10 ପରମେଶ୍ୱର ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଯୀଶୁଙ୍କୁ ମହାଯାଜକ ରୂପେ ବାଛିଲେ।

Gade chapit la Kopi




ଏବ୍ରୀ 5:10
7 Referans Kwoze  

ଆମ୍ଭମାନଙ୍କର ପ୍ରତିନିଧି ସ୍ୱରୂପ ଯୀଶୁ ପୂର୍ବରୁ ସେଠାକୁ ଗଲେଣି। ସେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ରୂପେ ଚିରକାଳ ପାଇଁ ମହାଯାଗକ ହୋଇଛନ୍ତି।


ଏହାର ଅର୍ଥ ହେଉଛି, ସବୁ ବିଷୟରେ ତାଙ୍କର ଭ୍ରାତାମାନଙ୍କ ସଦୃଶ ହେବା ତାଙ୍କର ପ୍ରୟୋଜନ ଥିଲା, ଯାହା ଫଳରେ ସେ ସେମାନଙ୍କର ବିଶ୍ୱସ୍ତ ଓ ଦୟାଳୁ ମହାଯାଜକ ହୋଇ ଈଶ୍ବରଙ୍କ ସେବା କରିପାରିବେ ଏବଂ ମନୁଷ୍ୟମାନେ ପାପକ୍ଷମା ପାଇବେ।


ଖ୍ରୀଷ୍ଟବିଶ୍ବାସୀ ଭାଇମାନେ, ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଦ୍ୱାରା ଆହୂତ! ତୁମ୍ଭେମାନେ ଯୀଶୁଙ୍କୁ ବିଷୟ ଚିନ୍ତା କର, ସେ ଆମ୍ଭମାନଙ୍କର ଧର୍ମବିଶ୍ୱାସର ମହାଯାଜକ ହେବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ପ୍ରେରିତ।


ଏହି ପ୍ରସଙ୍ଗରେ ଆମର ଅନେକ କିଛି କହିବାର ଅଛି। କିନ୍ତୁ ତୁମ୍ଭମାନଙ୍କର ବୁଝିବାର ଶକ୍ତି କମ୍। ଏଣୁ ତୁମ୍ଭମାନଙ୍କୁ ବୁଝାଇବା କଷ୍ଟକର।


Swiv nou:

Piblisite


Piblisite