ଏବ୍ରୀ 6:2 - ପବିତ୍ର ବାଇବଲ (CL) NT (BSI)2 ଜଳଦୀକ୍ଷା ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମହାବିଚାର, ମୃତମାନଙ୍କର ପୁନରୁତ୍ଥାନ ଓ ଅନନ୍ତ ଦଣ୍ଡ ପ୍ରଭୃତି ତତ୍ତ୍ୱମାନଙ୍କର ଭିତ୍ତି ପୁନର୍ବାର ସ୍ଥାପନ କରିବା ଅନାବଶ୍ୟକ। Gade chapit laପବିତ୍ର ବାଇବଲ (Re-edited) - (BSI)2 ନାନା ବାପ୍ତିସ୍ମ ସମ୍ଵନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଶେଷ ବିଚାର ସ୍ଵରୂପ, ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ। Gade chapit laଓଡିଆ ବାଇବେଲ2 ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ। Gade chapit laପବିତ୍ର ବାଇବଲ2 ସେତେବେଳେ ଆମ୍ଭେ ବାପ୍ତିସ୍ମ ବିଷୟରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟରେ, ମୃତ୍ୟୁରୁ ପୁନରୁତ୍ଥିତ ହେବା ବିଷୟରେ ଓ ଶେଷ ବିଗ୍ଭର ବିଷୟରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହେବା ଉଚିତ୍। Gade chapit la |
କେତେକ “ଏପିକ୍ୟୁରିଆନ୍ ଓ ଷ୍ଟୋଇକ୍” ଶିକ୍ଷା ଗୁରୁମାନଙ୍କ ସହିତ ତାଙ୍କର ଯୁକ୍ତିତର୍କ ହେଲା। ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଏ ନିର୍ବୋଧ ବଚାଳ କଅଣ କହିବାକୁ ଚେଷ୍ଟା କରୁଛି?” ଅନ୍ୟମାନେ କହିଲେ, “ବିଦେଶୀୟ ଦେବତାମାନଙ୍କ ବିଷୟରେ ସେ ପ୍ରଚାର କରିବା ପରି ମନେ ହେଉଛି।” ଯୀଶୁ ଓ ତାଙ୍କର ପୁନରୁତ୍ଥାନ ବିଷୟରେ ପାଉଲ ପ୍ରଚାର କରୁଥିବାର ଶୁଣି ସେମାନେ ଏହା କହିଲେ।