Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:12 - ପବିତ୍ର ବାଇବଲ (CL) NT (BSI)

12 ଯାଜକ ଗୋଷ୍ଠୀର ପରିବର୍ତ୍ତନ ହେଲେ ବ୍ୟବଦ୍ଥାରେ ମଧ୍ୟ ପରିବର୍ତ୍ତନ ହେବା ଆବଶ୍ୟକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଯାଜକତ୍ଵ ଯଦି ପରିବର୍ତ୍ତିତ ହୁଏ, ତେବେ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।

Gade chapit la Kopi

ଓଡିଆ ବାଇବେଲ

12 କାରଣ ଯାଜକତ୍ଵ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।

Gade chapit la Kopi

ପବିତ୍ର ବାଇବଲ

12 ଯେତେବେଳେ ଯାଜକର ପରିବର୍ତ୍ତନ ହୁଏ ସେତେବେଳେ ବ୍ୟବସ୍ଥାର ମଧ୍ୟ ପରିବର୍ତ୍ତନ ଆବଶ୍ୟକ ହୋଇଥାଏ।

Gade chapit la Kopi




ଏବ୍ରୀ 7:12
7 Referans Kwoze  

ଏହି ଲେବୀୟମାନଙ୍କର ଯାଜକତ୍ୱକୁ ଭିତ୍ତି କରି ଇଶ୍ରାଏଲ ଜାତିକୁ ତାହାର ବ୍ୟବସ୍ଥା ପ୍ରଦତ୍ତ ହୋଇଥଲା। ଲେବୀୟମାନଙ୍କ କାର୍ଯ୍ୟ ଯଦି ଚୁଢ଼ାନ୍ତ ହୋଇଥାଆନ୍ତି, ତେବେ ହାରୋଣଙ୍କ ଉତ୍ତରାଧିକାରୀ ଏହି ଲେବୀ ଯାଜକମାନଙ୍କୁ ବାଦ୍ ଦିଆଯାଇ, ମଲ୍କିସେଦକଙ୍କ ଉତ୍ତରାଧିକାରୀ ରୂପେ ଅନ୍ୟ ଏକ ଯାଜକ ଗୋଷ୍ଠୀର ଆବଶ୍ୟକତା ନ ଥିଲା।


ଯାହାଙ୍କ ସର୍ମ୍ପକରେ ଆମେ ଏହିସବୁ କଥା କହୁଛୁ, ଆମ୍ଭମାନଙ୍କର ସେହି ପ୍ରଭୁ ଯୀଶୁ ଅନ୍ୟ ଏକ ବଂଶୀୟ ଥିଲେ; ସେହି ବଂଶର କେହି କେବେ ଯାଜକ କାର୍ଯ୍ୟ କରି ନାହାଁନ୍ତି।


କାରଣ ସେ ସବୁ କେବଳ ଖାଦ୍ୟପେୟ ଏବଂ ଶୁଚିକରଣ ପାଇଁ ବାହିକ କ୍ରିୟା କର୍ମ ମାତ୍ର। ଈଶ୍ୱରଙ୍କର ନୂତନ ବିଧାନର ପ୍ରତିଷ୍ଠା ପର୍ଯ୍ୟନ୍ତ ଏ ସବୁର ଉପଯୋଗିତା ଥିଲା।


Swiv nou:

Piblisite


Piblisite