Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:3 - ପବିତ୍ର ବାଇବଲ (CL) NT (BSI)

3 ମଲ୍‌କି-ସେଦକଙ୍କ ପିତାମାତା ବା ପୂର୍ବପୁରୁଷଙ୍କର କିମ୍ବା ତାଙ୍କ ଜନ୍ମ ଓ ମୃତ୍ୟ ସମ୍ବନ୍ଧରେ କୌଣସି ବିବରଣୀ ନାହିଁ। ସେ ଈଶ୍ୱରଙ୍କ ପୁତ୍ର ସଦୃଶ; ତାଙ୍କର ଯାଜକତ୍ୱ ଚିରନ୍ତନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏହାଙ୍କର ପିତା କି ମାତା କି ବଂଶାବଳୀ କିଅବା ଆୟୁର ଆରମ୍ଭ ଓ ଜୀବନର ଅ; କିଛି ହିଁ ଜଣା ନାହିଁ; ସେ ଈଶ୍ଵରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ଏହାଙ୍କର ପିତା କି ମାତା କି ବଂଶାବଳୀ କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ୱରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 କେହିହେଲେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପିତା କି ମାତାଙ୍କ ବିଷୟରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କେବେ ଜନ୍ମଗ୍ରହଣ କଲେ, ଓ କେବେ ମଲେ ତା'ମଧ୍ୟ କେହି ଜାଣନ୍ତି ନାହିଁ। ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ ପରମେଶ୍ୱରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହୋଇ ରହିଛନ୍ତି।

Gade chapit la Kopi




ଏବ୍ରୀ 7:3
11 Referans Kwoze  

କାରଣ ଧର୍ମଶାସ୍ତ୍ରରେ ଲିଖିତ ଅଛି, “ତୁମେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ସ୍ୱରୂପ ଅନନ୍ତକାଳୀନ ଯାଜକ ହେବ।”


ମଲ୍କିସେଦକ ଲେବୀ ବଂଶୀୟ ନ ଥିଲେ ସୁଦ୍ଧା, ସେ ଈଶ୍ୱରଙ୍କ ପ୍ରତିଶ୍ରୁତିପ୍ରାପ୍ତ ଅବ୍ରାହାମଙ୍କଠାରୁ ଏକ ଦଶମାଂସ ଦାନ ଗ୍ରହଣ କରି ତାଙ୍କୁ ଆଶୀର୍ବାଦ କରିଥିଲେ।


ସେତେବେଳେ ଶୟତାନ ତାଙ୍କ ନିକଟକୁ ଆସି କହିଲା, “ତୁମେ ଯଦି ଈଶ୍ୱରଙ୍କ ପୁତ୍ର, ଏହି ପଥରଗୁଡ଼ିକୁ ରୋଟିରେ ପରିଣତ ହେବା ପାଇଁ ଆଦେଶ ଦିଅ।”


ତେଣୁ ଆମେ ଯେଉଁ ଧର୍ମବିଶ୍ୱାସକୁ ସ୍ୱୀକାର କରୁଛୁ, ତାହା ଦୁଢ଼ଭାବେ ଧରି ରଖିବାକୁ ହେବ; କାରଣ ଆମର ଶ୍ରେଷ୍ଠ ମହାଯାଜକ, ଈଶ୍ୱରତନୟ ଯୀଶୁ, ଈଶ୍ୱରଙ୍କ ଶ୍ରାଛାମୁକୁ ଯାଇଛନ୍ତି।


ଏହି ମଲ୍କିସେଦକ ଶାଲେମର ରାଜ ଏବଂ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ। ଅବ୍ରାହାମ ଯେତେବେଳେ ଚାରିଜଣ ରାଜାକୁ ପରାସ୍ତ କରି ଯୁଦ୍ଧରୁ ଫେରୁଥିଲେ, ସେତେବେଳେ ମଲ୍କିସେଦକ ତାଙ୍କୁ ସାକ୍ଷାତ କରି ଆର୍ଶୀବାଦ କରିଥିଲେ।


ଆଉ ଅବ୍ରାହାମ ତାଙ୍କୁ ଯୁଦ୍ଧଲବ୍ଧ ଧନର ଏକ ଦଶମାଂଶ ଦାନ କରିଥିଲେ। (ମଲ୍‌କି-ସେଦଙ୍କ ନାମର ପ୍ରଥମ ଅର୍ଥ ହେଉଛି “ଧାର୍ମିକ ରାଜା”, ସେ ଶାଲେମର ରାଜା ହୋଇଥିବାରୁ ତାଙ୍କର ନାମର ଅନ୍ୟ ଅର୍ଥ “ଶାନ୍ତି ରାଜା”।)


Swiv nou:

Piblisite


Piblisite