Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:4 - ପବିତ୍ର ବାଇବଲ (CL) NT (BSI)

4 ତେଣୁ ଚିନ୍ତା କର, ସେ କେଡ଼େ ମହାନ୍। ଆମ୍ଭମାନଙ୍କର ବିଖ୍ୟାତ ପୂର୍ବପୁରୁଷ ଅବ୍ରାହାମ ଯୁଦ୍ଧଲବ୍ଧ ଧନର ଏକ ଦଶମାଂଶ ତାଙ୍କୁ ଦାନ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ସର୍ବୋତ୍କୃଷ୍ଟ ଲୁଟିତ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।

Gade chapit la Kopi

ଓଡିଆ ବାଇବେଲ

4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ

4 ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକ କେତେ ମହାନ୍ ବ୍ୟକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ଯୁଦ୍ଧରେ ଯାହାକିଛି ଜିତି ଥିଲେ ତା'ର ଏକ ଦଶମାଂଶ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କୁ ଦେଲେ।

Gade chapit la Kopi




ଏବ୍ରୀ 7:4
9 Referans Kwoze  

“ଭାଇମାନେ, ସରଳଭାବେ ମୁଁ ତୁମ୍ଭମାନଙ୍କୁ ଆମ ପୂର୍ବପୁରୁଷ ଦାଉଦ ରାଜାଙ୍କ ବିଷୟରେ କିଛି କହିବା ଆବଶ୍ୟକ ମନେ କରୁଛି। ସେ ମୃତ୍ୟୁଭୋଗ କରି ସମାଧିସ୍ଥ ହେଲେ, ପୁଣି ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଏଠାରେ ଆମ୍ଭମାନଙ୍କ ମଧ୍ୟରେ ଅଛି।


ଏହା ଦ୍ୱାରା ଧର୍ମଶାସ୍ତ୍ର ଉକ୍ତି ସଫଳ ହେଲା: “ଅବ୍ରାହାମ ଈଶ୍ୱରଙ୍କୁ ବିଶ୍ୱାସ କଲେ ଏବଂ ତାଙ୍କର ବିଶ୍ୱାସ କଲେ ଏବଂ ତାଙ୍କର ବିଶ୍ୱାସ ହେତୁ ଈଶ୍ୱରଙ୍କ ଦୃଷ୍ଟିରେ ସେ ଧାର୍ମିକ ରୂପେ ଗଣ୍ୟ ହେଲେ।” ପୁଣି ଅବ୍ରାହାମ ଈଶ୍ୱରଙ୍କ ବନ୍ଧୁ ବୋଲି ପରିଚିତ ହେଲେ।


Swiv nou:

Piblisite


Piblisite