Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:7 - ପବିତ୍ର ବାଇବଲ (CL) NT (BSI)

7 ଆର୍ଶୀବାଦ କରିବା ଦ୍ୟକ୍ତି ଆର୍ଶୀବାଦ ପାଇବା ବ୍ୟକ୍ତିଠାରୁ ଯେ ମହାନ, ଏଥରେ ସନ୍ଦେହ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ଵୀକାର୍ଯ୍ୟ।

Gade chapit la Kopi

ଓଡିଆ ବାଇବେଲ

7 ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।

Gade chapit la Kopi

ପବିତ୍ର ବାଇବଲ

7 ସମସ୍ତେ ଜାଣନ୍ତି ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।

Gade chapit la Kopi




ଏବ୍ରୀ 7:7
16 Referans Kwoze  

ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।


ମଲ୍କିସେଦକ ଲେବୀ ବଂଶୀୟ ନ ଥିଲେ ସୁଦ୍ଧା, ସେ ଈଶ୍ୱରଙ୍କ ପ୍ରତିଶ୍ରୁତିପ୍ରାପ୍ତ ଅବ୍ରାହାମଙ୍କଠାରୁ ଏକ ଦଶମାଂସ ଦାନ ଗ୍ରହଣ କରି ତାଙ୍କୁ ଆଶୀର୍ବାଦ କରିଥିଲେ।


ଏକ ଦଶମାଂଶ ଦାନ ଗ୍ରହଣକାରୀ ଯାଜକମାନେ ମରଣଶୀଳ ମନୁଷ୍ୟମାତ୍ର, କିନ୍ତୁ ଶାସ୍ତ୍ର ବାକ୍ୟ ଅନୁଯାୟୀ ଏକ ଦଶମାଂଶ ଦାନ ଗ୍ରହଣକାରୀ ମଲ୍କିସେଦକ ଅମର।


Swiv nou:

Piblisite


Piblisite