ଏବ୍ରୀ 8:1 - ପବିତ୍ର ବାଇବଲ (CL) NT (BSI)1 ଆମ୍ଭମାନଙ୍କ କଥାର ସାରମର୍ମ ହେଉଛି, ଆମେ ଯେଉଁ ମହାଯାଜକଙ୍କୁ ପାଇଛୁ, ସେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ଵର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି; Gade chapit laଓଡିଆ ବାଇବେଲ1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି; Gade chapit laପବିତ୍ର ବାଇବଲ1 ଆମ୍ଭେ ଯାହାକିଛି କହୁଛୁ, ତା'ର ସାରମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗର ପରମେଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ବସି ଅଛନ୍ତି। Gade chapit la |