ଯାକୁବଙ୍କ ପତ୍ର 1:23 - ପବିତ୍ର ବାଇବଲ (CL) NT (BSI)23 ଯେଉଁ ବ୍ୟକ୍ତି ଈଶ୍ୱରଙ୍କ ବାକ୍ୟ କେବଳ ଶୁଣେ, ଅଥଚ କାର୍ଯ୍ୟରେ ପରିଣତ କରେ ନାହଁ, ସେ ଦର୍ପଣରେ ନିଜ ରୂପ ଦେଖିବା ଲୋକ ପରି। Gade chapit laପବିତ୍ର ବାଇବଲ (Re-edited) - (BSI)23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ଵାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, Gade chapit laଓଡିଆ ବାଇବେଲ23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ, Gade chapit laପବିତ୍ର ବାଇବଲ23 ଯଦି ଜଣେ ପରମେଶ୍ୱରଙ୍କ ଶିକ୍ଷାକୁ କେବଳ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣରେ ନିଜ ମୁହଁ ଦେଖିଲା ଭଳି ଅଟେ। Gade chapit la |