ଯାକୁବଙ୍କ ପତ୍ର 1:3 - ପବିତ୍ର ବାଇବଲ (CL) NT (BSI)3 କାରଣ ତୁମେ ଜାଣ, ଏ ପ୍ରକାର କ୍ଳେଶର ସମ୍ମୁଖୀନ ହେବା ବେଳେ ବିଶ୍ବାସ ଅଟଳ ରହିଲେ, ସହିବା ଶକ୍ତି ବୃଦ୍ଧି ପାଏ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ଵାସ ଯେ ଧୈର୍ଯ୍ୟ ଉତ୍ପନ୍ନ କରେ, ଏହା ତ ଜାଣିଅଛ। Gade chapit laଓଡିଆ ବାଇବେଲ3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। Gade chapit laପବିତ୍ର ବାଇବଲ3 କାରଣ ତୁମ୍ଭେ ଜାଣିଛ ଯେ, ଏହି ଅସୁବିଧାଗୁଡ଼ିକ ତୁମ୍ଭର ବିଶ୍ୱାସକୁ ପରୀକ୍ଷା କରେ, ଓ ଏଗୁଡ଼ିକ ତୁମ୍ଭର ଧୈର୍ଯ୍ୟ ଜନ୍ମାଏ। Gade chapit la |
ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ।