Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:10 - ପବିତ୍ର ବାଇବଲ (CL) NT (BSI)

10 ଯେ ଗୋଟିଏ ଆଜ୍ଞା ଲଘଂନ କର, ସେ ସମସ୍ତ ଆଜ୍ଞ ଲଘଂନ ଅପରାଧରେେ ଦୋଷୀ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଯେକେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ତନୀୟ ହୁଏ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଯେ କେହି ସମସ୍ତ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ, ତେବେ ସେ ସମସ୍ତ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ।

Gade chapit la Kopi

ପବିତ୍ର ବାଇବଲ

10 ଜଣେ ଲୋକ ହୁଏତ ପରମେଶ୍ୱରଙ୍କ ସବୁ ବ୍ୟବସ୍ଥା ପାଳନ କରୁଥାଇପାରେ, କିନ୍ତୁ ସେ ଯଦି ଗୋଟିଏ ଆଜ୍ଞାର ଅବାଧ୍ୟ ହୁଏ, ତା'ହେଲେ ସେ ବ୍ୟବସ୍ଥାର ସମସ୍ତ ଆଜ୍ଞା ଭଙ୍ଗ କରିବା ଦୋଷରେ ଦୋଷୀ ହୁଏ।

Gade chapit la Kopi




ଯାକୁବଙ୍କ ପତ୍ର 2:10
8 Referans Kwoze  

ଯେଉଁମାନେ ବ୍ୟବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସେମାନେ ଅଭିଶାପର ଆଶଙ୍କା ମଧ୍ୟରେ ଜୀବନ ଯାପନ କରନ୍ତି। କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଯାହା ସବୁ ଲେଖା ଯାଇଛି, ଯଦି କେହି ସମ୍ପୂର୍ଣ୍ଣଭାବେ ତାହା ପାଳନ ନ କରେ, ସେ ଈଶ୍ୱରଙ୍କ ଅଭିଶାପର ପାତ୍ର ହେବ।”


ଯେଉଁ ବ୍ୟକ୍ତି ସୁନ୍ନଦ ହୁଏ, ମୁଁ ତାକୁ ପୁଣି ଥରେ ସତର୍କ କରି ଦେଉଛି ଯେ, ମୋଶାଙ୍କ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ପାଳନ କରିବା ତାହାର କର୍ତ୍ତବ୍ୟ।


ଆମେ ସମସ୍ତେ ଅନେକ ଥର ଭୁଲ କରିଥାଉ। ଯଦି କେହି ତା’କଥାବାର୍ତ୍ତାରେ କଦାପି ଭୁଲି କରେ ନାହିଁ, ତେବେ ସେ ସିଦ୍ଧ ଏବଂ ନିଜକୁ ସମ୍ପୁର୍ଣ୍ଣ ସଂଯୁତ କରିପାରିଛି।


ଅତିଏବ, ହେ ଭାଇମାନେ, ଈଶ୍ୱର ଯେ ତମ୍କୁ ମନୋନୀତ କରି ଆହ୍ୱାନ କରିଛନ୍ତି; ଏହି ଅନୁଭୂତିକୁ ଚିରସ୍ଥାୟୀ କରିବା ପାଇଁ ଅଧିକ ଯତ୍ନଶୀଳ ହୁଅ। ଏହିପରି କଲେ, ତୁମ୍ଭେମାନେ କେବେ ତୁମ ବିଶ୍ୱାସରୁ ବିଚ୍ୟୁତ ହେବ ନାହିଁ।


ଯେ ତୁମ୍ଭମାନଙ୍କୁ ପତନରୁ ରକ୍ଷା କରିବାକୁ ଓ ତାଙ୍କ ଗୌରବମୟ ଛାମୁରେ ନିର୍ଦ୍ଦୋଷ ଓ ଉଲ୍ଲେସିତ କରି ଉପସ୍ଥାପିତ କରିବାକୁ ସମର୍ଥ,


Swiv nou:

Piblisite


Piblisite