Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:11 - ପବିତ୍ର ବାଇବଲ (CL) NT (BSI)

11 କାରଣ ଯେ ଆଜ୍ଞା କରିଛନ୍ତି, “ବ୍ୟଭିଚାର କର ନାହିଁ” , ସେହି ଈଶ୍ୱର ଆଉ ଗୋଟିଏ ଆଜ୍ଞା ପ୍ରଦାନ କରିଛନ୍ତି; “ନରହତ୍ୟା କର ନାହିଁ।” ଅତଏବ, ତୁମେ ବ୍ୟଭିଚାର ନ କଲେ ସୁଦ୍ଧା, ଯଦି ନରହତ୍ୟା କର, ତେବେ ତୁମେଜଣେ ଆଜ୍ଞାଲଘଂନକାରୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ମଧ୍ୟ ନରହତ୍ୟା କର ନାହିଁ ବୋଲି କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

11 ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ମଧ୍ୟ ନରହତ୍ୟା କର ନାହିଁ ବୋଲି କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ, ସେ ନରହତ୍ୟା କର ନାହିଁ ବୋଲି ମଧ୍ୟ କହିଥିଲେ, ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର, ତେବେ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ

11 ପରମେଶ୍ୱର କହିଛନ୍ତି, “ବ୍ୟଭିଗ୍ଭରର ପାପ କର ନାହିଁ।” ସେହି ପରମେଶ୍ୱର ପୁନଃ କହିଛନ୍ତି, “ହତ୍ୟା କର ନାହିଁ।’’ ଅତଏବ, ତୁମ୍ଭେ ଯଦି ବ୍ୟଭିଗ୍ଭର ପାପ କରି ନାହଁ କିନ୍ତୁ ଜଣକୁ ହତ୍ୟା କରିଛ, ତା'ହେଲେ ପରମେଶ୍ୱରଙ୍କ ବ୍ୟବସ୍ଥା ଭାଙ୍ଗିବା ଦୋଷରେ ଦୋଷୀ ହେଲ।

Gade chapit la Kopi




ଯାକୁବଙ୍କ ପତ୍ର 2:11
11 Referans Kwoze  

“ବ୍ୟଭିଚାର କର ନାହିଁ, ନର ହତ୍ୟା କର ନାହିଁ, ଚୋରି କର ନାହିଁ, ପର ଦ୍ରବ୍ୟ ଲୋଭ କର ନାହିଁ”, ଇତ୍ୟାଦି ସମସ୍ତ ଆଜ୍ଞା ଗୋଟିଏ ଆଜ୍ଞାରେ ନିହିତ- “ତୁମ ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କର।”


ତୁମେ ତ ସମସ୍ତ ଆଜ୍ଞା ଜାଣ! ‘ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରୀ କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ; ପିତାମାତାଙ୍କୁ ସମାଦର କର’।”


ତୁମେ ଶାସ୍ତ୍ରର ଆଜ୍ଞା ସବୁ ଜାଣିଛ - ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ ଚୋରି କର ନାହିଁ, ପ୍ରତାରଣା କର ନାହିଁ, ପିତାମାତାଙ୍କୁ ସମାଦର କର।”


ସେ ପଚାରିଲା, “କେଉଁସବୁ ଆଜ୍ଞା?” ଯୀଶୁ କହିଲେ, “ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ। ଚୋରି କର ନାହିଁ, କାହା ବିରୁଦ୍ଧରେ ମିଥ୍ୟା ଅଭିଯୋଗ କର ନାହିଁ।


Swiv nou:

Piblisite


Piblisite