Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:15 - ପବିତ୍ର ବାଇବଲ (CL) NT (BSI)

15-16 ମନେକର, କୌଣସି ଭାଇ ବା ଭଉଣୀର ବସ୍ତ୍ର ଓ ଖାଦ୍ୟର ଅଭାବ ଅଛି, ତୁମେ ତାହାର ଅଭାବ ପୂରଣ ନ କରି ଯଦି କୁହ, “ଈଶ୍ୱର ତୁମକୁ ଆଶୀର୍ବାଦ କରନ୍ତୁ; ଖାଇ ପିଇ ଆଗମରେ ରୁହ”, ତୁମ କଥା ନିରର୍ଥକ ହେବ ନାହିଁ କି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,

Gade chapit la Kopi

ଓଡିଆ ବାଇବେଲ

15 ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,

Gade chapit la Kopi

ପବିତ୍ର ବାଇବଲ

15 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ୟକ କରିପାରେ।

Gade chapit la Kopi




ଯାକୁବଙ୍କ ପତ୍ର 2:15
11 Referans Kwoze  

ସେ ଉତ୍ତର ଦେଲେ, “ଯାହାର ଦୁଇଟି ଜାମା ଅଛି, ସେ ଯାହାର କିଛି ନାହିଁ, ତାକୁ ଗୋଟିଏ ଦେଉ ଓ ଯାହାର ଖାଦ୍ୟ ଅଛି, ସେ ଅନ୍ୟକୁ ସେଥିରେ ଅଂଶୀ କରାଉ।”


ପ୍ରିୟ ଭାଇମାନେ ଶୁଣ, ଈଶ୍ୱର କ’ଣ ଏ ଜଗତରେ ଦରିଦ୍ର ଲୋକଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବାକୁ ଏବଂ ତାହାଙ୍କର ଭକ୍ତମାନଙ୍କୁ ଯେଉଁ ରାଜ୍ୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ତାହାର ଅଧିକାରୀ ହେବାକୁ ମନୋନୀତ କରି ନାହାଁନ୍ତି?


ସେମାନେ ପ୍ରସ୍ତରାଘାତ ସହିଲେ, କରତରେ ଦ୍ୱିଖଣ୍ଡିତ ହେଲେ ଏବଂ ଖଡ଼୍ଗରେ ନିହତ ହେଲେ। କେହି କେହି କେଷ ଓ ଛାଗ ଚର୍ମ ପିନ୍ଧି ଦରିଦ୍ର, ଉତ୍ପୀଡ଼ିକ୍ତ ସ୍ଥାନ ନ ଥିଲା। ସେମାନେ ଶରଣାର୍ଥୀମାନଙ୍କ ପରି ମରୁଭୂମି ଓ ପର୍ବତରେ ଭ୍ରମଣ କଲେ, ଗୁମ୍ଫା ଓ ଗହ୍ନରମାନଙ୍କରେ ବାସ କଲେ।


ଗରିବ ଲୋକମାନଙ୍କୁ ତୁମେ ସବୁବେଳେ ପାଇବ। କିନ୍ତୁ ମୋତେ ସବୁବେଳେ ପାଇବ ନାହିଁ।


ଏସବୁ ବିଷୟରେ ସେ ଗ୍ରୀକ୍ ଭାଷାବାଦୀ ଇହୁଦୀମାନଙ୍କ ସହିତ ମଧ୍ୟ ତର୍କ ବିତର୍କ କଲେ, କିନ୍ତୁ ସେମାନେ ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲେ।


ଯଦି ଜଣେ ଧନୀ ବ୍ୟକ୍ତି ଭାଇର ଅଭାବ ଦେଖି ସୁଦ୍ଧା ତା’ପ୍ରତି ଦୟାର୍ଦ୍ର ଚିତ୍ତ ହୁଏ ନାହିଁ, ତା’ ହୃଦୟରେ ଈଶ୍ୱରଙ୍କ ପ୍ରେମ ଅଛି ବୋଲି ସେ କିପରି କହି ପାରିବ?


Swiv nou:

Piblisite


Piblisite