ଯାକୁବଙ୍କ ପତ୍ର 2:2 - ପବିତ୍ର ବାଇବଲ (CL) NT (BSI)2 ମନେକର, ତୁମ ସଭାକୁ ଜଣେ ସୁନା ମୁଦି ଓ ମୂଲ୍ୟବାନ ବସ୍ତ୍ର ପିଦ୍ଧି ଆସିଛି। ଅନ୍ୟ ଜଣେ ମଳିନ ଓ ଛିନ୍ନ ବସ୍ତ୍ର ପିଦ୍ଧି ଆସିଛି। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, Gade chapit laଓଡିଆ ବାଇବେଲ2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ, Gade chapit laପବିତ୍ର ବାଇବଲ2 ମନେକର, ଜଣେ ଲୋକ ଖୁବ୍ ଦାମିକା ସୁନ୍ଦର ଲୁଗାପଟା ଓ ସୁନା ମୁଦି ପିନ୍ଧି ତୁମ୍ଭର ସଭାକୁ ଆସେ ଓ ଅନ୍ୟ ଗରିବ ଲୋକ ଜଣେ ମଇଳା ପୁରୁଣା ଲୁଗା ପିନ୍ଧି ସେତିକିବେଳେ ଆସେ। Gade chapit la |