Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:22 - ପବିତ୍ର ବାଇବଲ (CL) NT (BSI)

22 ତୁମେ କ’ଣ ବୁଝିପାରୁ ନାହିଁ? ଅବ୍ରାହାମଙ୍କ ବିଶ୍ୱାସ, କର୍ମରେ ପ୍ରାକାଶ ପାଇଲା; କର୍ମ ଦ୍ୱାରା ତାଙ୍କର ବିଶ୍ୱାସ ସିଦ୍ଧ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭେ ଦେଖୁଅଛ ଯେ, ବିଶ୍ଵାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ଵାରା ବିଶ୍ଵାସ ସିଦ୍ଧ ହେଲା;

Gade chapit la Kopi

ଓଡିଆ ବାଇବେଲ

22 ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;

Gade chapit la Kopi

ପବିତ୍ର ବାଇବଲ

22 ଅତଏବ ତୁମ୍ଭେ ଦେଖ ଯେ, ଅବ୍ରହାମଙ୍କର ବିଶ୍ୱାସ ଓ କର୍ମ ଏକା ସାଙ୍ଗରେ କାମ କରୁଥିଲା। ତାହାଙ୍କ କାମ ଦ୍ୱାରା ହିଁ ତାହାଙ୍କର ବିଶ୍ୱାସ ସିଦ୍ଧ ହେଲା।

Gade chapit la Kopi




ଯାକୁବଙ୍କ ପତ୍ର 2:22
8 Referans Kwoze  

ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼।


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କଲେ, ସୁନ୍ନତ ବା ଅସୁନ୍ନତର କୌଣସି ପ୍ରଭେଦ ରହେ ନାହିଁ। ଏକମାତ୍ର ପ୍ରୟୋଜନୀୟ ବିଷୟ ହେଉଛି, ବିଶ୍ୱାସରେ ଅଟଳ ରହି ପ୍ରେମରେ କର୍ତ୍ତବ୍ୟ ସାଧନ କରିବା।


ଅପର ପକ୍ଷେ, ଯେଉଁ ବ୍ୟକ୍ତି ଈଶ୍ୱରଙ୍କ ଜ୍ଞା ପାଳନ କରେ; ଈଶ୍ବରଙ୍କ ପ୍ରତି ତା’ର ପ୍ରେମ ପରିପୂର୍ଣ୍ଣତା ଲାଭ କରିଛି। ଜୀବନରେ ଈଶ୍ୱରଙ୍କ ସତ୍ତା ଆମେ ଯେ ଅନୁଭବ କରୁଛୁ, ଏହି ନିତଶ୍ଚିତ ଭାବରେ କିପରି ଜାଣି ପାରିବା?


କିନ୍ତୁ କେହି ହୁଏତ କହିପାରେ, “ଜଣକର ବିଶ୍ୱାସ ଅଛି, ଅନ୍ୟ ଜଣକର କର୍ମ ଅଛି।” ଏ ବିଷୟରେ ମୁଁ କହିବି, “କର୍ମ ନ ଥାଇ କାହାରି ବିଶ୍ୱାସ ଥାଇପାରେ ବୋଲି ମୋତେ ପ୍ରମାଣ ଦେବି।”


ଯୀଶୁ ଉତ୍ତର ଦେଲେ: “ଯାହାଙ୍କୁ ଈଶ୍ୱର ପ୍ରେରଣ କରିଛନ୍ତି, ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ତୁମ୍ଭେମାନେ ତାହା କରିପାରିବ।”


Swiv nou:

Piblisite


Piblisite